24 ଆରି ସେ ତାର୍ ସିସ୍ମନ୍କେ କଇଲା, ଏଟା ଅଇଲାନି ବେସି ଲକର୍ପାଇ ଜରାଇଲା ମର୍ ବନି । ଏ ବନି ସଙ୍ଗ୍ ପର୍ମେସର୍ ଲକ୍ମନର୍ ସଙ୍ଗ୍ ରାଜିନାମା କଲାନି ।
କାଇକେ ବଇଲେ ପର୍ମେସର୍ଟାନେଅନି ଆସିରଇବା ନର୍ପିଲା ମୁଇ, ବିନ୍ ଲକ୍ମନର୍ଟାନେଅନି ମକେ ସେବା ମିଲ ବଲି ଆସି ନାଇ, ମାତର୍ ସେବା କର୍ବାକେ ଆସି ଆଚି । ଆରି ମୁଇ ଜିବନ୍ ଦେବାର୍ ଲାଗି, ବେସି ଲକ୍ ଦସି ବଲି ଏଜାଇ ନ ଅଇ, ପାପେଅନି ରକିଆ ପାଇବାଇ ।”
ତାର୍ପଚେ ଅଙ୍ଗୁର୍ ରସ୍ ଦାରି ପର୍ମେସର୍କେ ଜୁଆର୍ କରି ସବୁ ଲକ୍କେ କାଇବାକେ ଦେଲାଜେ ସେମନ୍ କାଇଲାଇ ।
ମୁଇ ତମ୍କେ ସତ୍ କାତା କଇଲିନି, “ମୁଇ ପର୍ମେସରର୍ ରାଇଜେ ନୁଆ ଅଙ୍ଗୁର୍ ରସ୍ କାଇବା ଦିନ୍ ନ ଆଇବାଜାକ, ଏଟା ଆରି କେବେ ମିସା ନ କାଇ ।”
ସେନ୍ତାରିସେ କାଇଲା ପଚେ ସେ ମୁତାଇ ଅଙ୍ଗୁର୍ ରସ୍ ଦାରି କଇଲା, “ଏ ମୁତା ମର୍ ବନିତେଇ, ପର୍ମେସର୍ ଲକ୍ମନର୍ ସଙ୍ଗ୍ କଲା ନୁଆ ରାଜିନାମା । ଏଟା ତମର୍ପାଇ ଜର୍ଲା ମର୍ ବନି ।”
ଜିସୁ ସେମନ୍କେ କଇଲା, “ମୁଇ ସତ୍କାତା କଇଲିନି, ପର୍ମେସର୍ ପାଟାଇ ରଇବା ନର୍ପିଲା ମୁଇ, ମର୍ ଗାଗଡ୍ ଆରି ବନି ନ କାଇଲେ, ଜିବନ୍ ମିଲାଇ ନାପାରାସ୍ ।
ଜେଡେବେଲେ ଆମେ ମାପ୍ରୁର୍ କାଦିର୍ପାଇ ରୁଣ୍ଡ୍ବୁ, ଜନ୍ ମୁତାଇଅନି ଆମେ କାଇବୁ, ସେ ମୁତାର୍ପାଇ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । ସେ ମୁତାଇଅନି କାଇଲାବେଲେ ଆମେ କିରିସ୍ଟର୍ ବନିତେଇ ମିସ୍ଲୁନି । ଜନ୍ ରୁଟିଆମେ ବାଙ୍ଗାଇବୁ, ସେଟା କାଇଲାବେଲେ କିରିସ୍ଟର୍ ଗାଗ୍ଡେ ମିସ୍ଲୁନି ।
ସେନ୍ତାରିସେ କାଇଲା ପଚେ, ସେ ମୁତା ଦାରିକରି କଇଲା “ଏ ମୁତା ପର୍ମେସରର୍ ନୁଆ ରାଜିନାମା, ଜନ୍ଟା କି ମର୍ ନିଜର୍ ବନି ଦେଲାକେ, ଟିକ୍ ଅଇଲା ।”