32 ତାର୍ପଚେ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗେତ୍ସିମନି ନାଉଁର୍ ଗଟେକ୍ ଜାଗାଇ ଆଇଲାଇ । ତେଇ ଜିସୁ ସିସ୍ମନ୍କେ କଇଲା, “ମୁଇ ପାର୍ତନା କର୍ବାବେଲେ ତମେ ଇତି ବସିରୁଆ ।”
ଏ କାତା ସୁନି ପିତର୍ ଜିସୁକେ ଆରିତରେକ୍ ଡାଟ୍ସଙ୍ଗ୍ କଇଲା, “ମୁଇ ତମର୍ ସଙ୍ଗ୍ ମର୍ବାର୍ ଆଲେ ମିସା କେବେ ତମ୍କେ ନାଜାନି ବଲି ନ କଇ ।” ଆରି ବାକି ସିସ୍ମନ୍ ମିସା ସେନ୍ତିସେ କଇଲାଇ ।
ଏ ମର୍ ବାବା ତୁଇ ମନ୍କଲୁସ୍ ବଇଲେ କାଇ କାମ୍ ମିସା କରିପାରୁସ୍ । ସେଟାର୍ପାଇ ଏ ଦୁକ୍ କସ୍ଟର୍ ମୁତା ମର୍ଟାନେଅନି ଦାରି ଜା । ମାତର୍ ମର୍ ମନ୍ କଲା ଇସାବେ ନ କରି ତମର୍ ମନ୍ କଲା ଇସାବେ କରା” ବଲି ପାର୍ତନା କଲା ।
ଜିସୁ ଆରିତରେକ୍ ଜାଇକରି ଆଗ୍ତୁର୍ ପାରା କଇକରି ପାର୍ତନା କଲା ।