40 ତାର୍ପଚେ ସେ ସିସ୍ମନର୍ ଲଗେ ଆରି ତରେକ୍ ବାଉଡି ଆସି ଦେକ୍ଲା । ସେମନ୍ ଆରିତରେକ୍ ସଇଦେଇରଇଲାଇ । ସେମନର୍ ଆଁକିତେଇ ଗୁନ୍ ଡାବି ଆଇତେରଇଲାଜେ ସେମନ୍ ଜିସୁକେ କାଇବଲି ମିସା କଇବାକେ ଜାନି ନାପାର୍ଲାଇ ।
ଜିସୁ ଆରିତରେକ୍ ଜାଇକରି ଆଗ୍ତୁର୍ ପାରା କଇକରି ପାର୍ତନା କଲା ।
ଏନ୍ତି ତିନ୍ତର୍ ପାର୍ତନା କରି ସାରାଇଲାପଚେ ଜିସୁ ସିସ୍ମନର୍ଲଗେ ଆରିତରେକ୍ ବାଉଡି ଆଇଲା ଆରି ସେମନ୍କେ କଇଲା, “ଏବେଜାକ ତମେ ପୁଣ୍ଡିକରି ସଇଦେଇ ଆଚାସ୍ ? ଏତ୍କି ଅଇସିବେ, ଏବେ ନର୍ପିଲା ମକେ, ପାପି ଲକ୍ମନର୍ ଆତେ ଦାରାଇଦେବା ବେଲା ଆସି କେଟ୍ଲା ।
ସେଡ୍କିବେଲେ ପିତର୍ ଆରି ତାର୍ ସଙ୍ଗର୍ ଲକ୍ମନ୍ ଟାଟିଅଇତେ ସଇଦେଇରଇଲାଇ, ମାତର୍ ସେମନ୍ ଚେତାଅଇ ଜାଗ୍ରତ୍ ଅଇବାକେ, ଜିସୁର୍ ମଇମା ଆରି ତାର୍ସଙ୍ଗ୍ ଦୁଇଲକ୍ ଟିଆଅଇରଇବାଟା ଦେକ୍ଲାଇ ।
ଆମେ ଜାନୁ, ଜନ୍ ଲକ୍ମନ୍ ନିୟମର୍ ସାସନ୍ ତଲେ ଆଚତ୍, ତେଇର୍ ସବୁ ବିଦିବିଦାନ୍ ମାନ୍ବାକେ ବାଦିଅ । ପରମେସର୍ ଜେଡେବଲ୍ ଗୁଲାଇ ଜଗତର୍ ବିଚାର୍ କର୍ସି, ନିୟମ୍ ନ ମାନ୍ଲା ଲକ୍ମନ୍ କାଇ କାମ୍ ମିସା ଦେକାଇକରି, ଦସ୍ କରିନାଇ ବଲି କଇନାପାରତ୍ ।