ମାର୍କ 14:43 - ସତିଅର୍ ବାଟ୍ ନୁଆ ନିୟମ୍ 202043 ସେ ଦାପ୍ରେ ଜିସୁ ଏ କାତା କଇବାବେଲା, ବାର୍ଟା ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜେକି ଇସ୍କାରିୟତ୍ ଜିଉଦା ଆସି କେଟ୍ଲା । ଆରି ତାର୍ ସଙ୍ଗ୍ ବେସି ଲକ୍ମନ୍ ରଇଲାଇ । ସେ ଲକ୍ମନର୍ ଆତେ କାଣ୍ଡା ଆରି ଟେଙ୍ଗ୍ ଦାରିରଇଲାଇ । ସେ ଲକ୍ମନ୍କେ ମୁକିଅ ପୁଜାରିମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ମୁକିଅ ଜିଉଦି ନେତାମନ୍, ପାଟାଇ ରଇଲାଇ । အခန်းကိုကြည့်ပါ။ |