53 ପଚେ ସେ ଲକ୍ମନ୍ ଜିସୁକେ ସବୁର୍ଟାନେଅନି ବଡ୍ପୁଜାରିତେଇ ଦାରିଗାଲାଇ । ମୁକିଅ ପୁଜାରିମନ୍, ପାର୍ଚିନ୍ମନ୍ ଆରି ନିୟମ୍ ଗୁରୁମନ୍ ସବୁଲକ୍ ଗଟେକ୍ ତେଇ ରୁଣ୍ଡ୍ଲାଇ ।
ସେବେଲେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ବଡ୍ ପୁଜାରି କୟାପାର୍ ଗରେ ରୁଣ୍ଡ୍ ଅଇଲାଇ ।
ସେ ଦାଙ୍ଗ୍ଡା ପାତଲ୍ ଚାଦର୍ ଚାଡିକରି ଡୁମ୍ଣ୍ଡା ଉଟିପାଲାଇଲା ।
ସାକାଲ୍ ସାକାଲ୍ ପାର୍ତନା ଗରର୍ ମୁକିଅ ପୁଜାରିମନ୍, ମୁକିଅ ନେତାମନ୍, ଜିଉଦି ନେତାମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ଜିଉଦି ଲକ୍ମନ୍କେ ସାସନ୍ କର୍ବା ସବୁ ରକାମର୍ ନେତାମନ୍ ଜିସୁକେ କାଇଟା କର୍ବାର୍ ଆଚେ ? ବଲି ଗଟେକ୍ ବଡ୍ ପଁଚାଦି କଲାଇ । ସେମନ୍ ତାକେ ବାନ୍ଦିକରି ସାସନ୍ କର୍ବା ପିଲାତ୍କେ ସର୍ପିଦେଲାଇ ।