66 ପିତର୍ ମଜାଡାଣ୍ଡେ ଟିଆଅଇଲାବେଲେ ବଡ୍ ପୁଜାରିର୍ ଗତି ଦାଙ୍ଗ୍ଡି ତେଇ ଆଇଲା ।
ସେବେଲେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ବଡ୍ ପୁଜାରି କୟାପାର୍ ଗରେ ରୁଣ୍ଡ୍ ଅଇଲାଇ ।
ପିତର୍ କଣ୍ଡେକ୍ ଦୁରିକେ ରଇକରି ଜିସୁକେ ଦେକ୍ତେ ରଇଲା । ଆରି ସେ କାୟାପା ଗରର୍ ଡାଣ୍ଡ୍ଜାକ ଗାଲା । ଏ ସବୁ ଗଟ୍ନା କାଇଟା ଅଇସି ବଲି ସେଟା ଦେକ୍ବାକେ ପିତର୍ ମନ୍ଦିର୍ ଜାଗୁଆଲ୍ମନର୍ ସଙ୍ଗ୍ ତେଇ ବସ୍ଲା ।
ପିତର୍ ଜିସୁର୍ ଟାନେଅନି ଦୁରିକେ ରଇ ତାର୍ ପଚେ ପଚେ ଗାଲା ଆରି ମୁକିଅ ପୁଜାରିର୍ ଡାଣ୍ଡ୍ବିତ୍ରେ ଗାଲା । ଜାଗୁଆଲ୍ମନର୍ ସଙ୍ଗ୍ ବସିକରି ଜଇ ଚେକ୍ତେରଇଲା ।