7 କାଇକେବଇଲେ, ଗରିବ୍ ଲକ୍ମନ୍ ସବୁବେଲା ତମର୍ସଙ୍ଗ୍ ଆଚତ୍ । ତମେ ଜେଡେବେଲା ମନ୍କଲେ, ସେଡେବେଲା ସେମନ୍କେ ସାଇଜ କରିପାରାସ୍ । ମାତର୍ ମୁଇ ଆରି ବେସିଦିନ୍ ତମର୍ ସଙ୍ଗ୍ ନ ରଇ ।
“ତମେ ସବୁବେଲେ ଗରିବ୍ ଲକ୍ମନର୍ ସଙ୍ଗ୍ ମିସ୍ସା । ମାତର୍ ମର୍ସଙ୍ଗ୍ ସବୁବେଲେ ରଇ ନାପାରାସ୍ ।
ମାତର୍ ଜିସୁ ସେମନ୍କେ କଇଲା, “ସେ ମାଇଜିକେ ଚାଡିଦିଆସ୍, କାଇକେ ତାକେ ଲାଗିକରି କସ୍ଟ ଦେଲାସ୍ନି ? ସେ ମର୍ପାଇ ନିକ କାମ୍ କଲାଆଚେ ।
ଏ ମର୍ ପିଲାମନ୍ ମୁଇ ତମର୍ ସଙ୍ଗ୍ ଚନେକର୍ପାଇ ରଇବି । ତାର୍ ପଚେ ତମେ ମକେ କଜ୍ସା, ଆରି ମୁଇ ଜନ୍ତି ଗାଲିନି ତମେ ତେଇ ଜାଇନାପାରାସ୍ । ଏ ବିସଇ ଜିଉଦି ନେତାମନ୍କେ ଜେନ୍ତି କଇରଇଲି, ସେନ୍ତି ଏବେ ତମ୍କେ ଆରିତରେକ୍ କଇଲିନି ।
ମୁଇ ବାବାର୍ଟାନେଅନି ଏ ଦୁନିଆଇ ଆସିଆଚି, ଆରି ଏବେ ମୁଇ ଏ ଦୁନିଆ ଚାଡିକରି ବାବାର୍ ଲଗେ ବାଉଡି ଗାଲିନି ।”
“ମାତର୍ ମୁଇ ଏବେ ମର୍ ପାଟାଉର୍ ଲଗେ ଗାଲିନି । ଏଲେମିସା ତମର୍ ବିତ୍ରେ ଅନି କେ ମିସା ମକେ କେନେ ଜାଇସୁ ବଲି ପାଚାରାସ୍ ନାଇ ।
ଏବେ ମୁଇ ତମର୍ ଲଗେ ଆଇଲିନି, ମୁଇ ଏ ଦୁନିଆଇ ରଇନାଇ । ମାତର୍ ଏମନ୍ ରଇଲାଇନି । ସୁକଲ୍ ରଇବା ବାବା ! ତମେ ଜନ୍ ଲକ୍ମନ୍କେ ମକେ ସର୍ପି ଦେଇଆଚୁସ୍, ତମେ ଦେଇରଇବା ନାଉଁର୍ ବପୁର୍ ଲାଗି ସେମନ୍କେ ରକିଆ କରା । ଜେନ୍ତାରି ତମେ ଆରି ମୁଇ ଗଟେକ୍ । ସେନ୍ତାରିସେ ସେମନ୍ ଗଟେକ୍ ଅଇରଇବାକେ ସାଇଜ କରା ।
ପର୍ମେସର୍ ସବୁ ବିସଇ ନୁଆ କର୍ବା ବେଲା ଜାକ ସେ ସର୍ଗେ ରଇସି । ଏଟା ପର୍ମେସର୍ ପୁର୍ବେ ରଇଲା ତାର୍ ସୁକଲ୍ ବବିସତ୍ବକ୍ତାମନ୍କେ ସପତ୍ କରିରଇଲା ।
ଏ ମର୍ ଆଲାଦର୍ ବାଇ, ତର୍ ଆଲାଦ୍ ମକେ ବେସି ସାର୍ଦା କରାଇଲା ଆଚେ । ପର୍ମେସରର୍ ସବୁଲକର୍ ମନ୍ ମିସା ତୁଇ ସାର୍ଦା କରାଇ ଆଚୁସ୍ ।