8 ଏ ମାଇଜି ଜେତ୍କି ପାର୍ଲା, ସେତ୍କି କଲାଆଚେ । ସେ ମର୍ ମଲା ଗାଗଡ୍ ମସ୍ନେ ତପ୍ବା ଆଗ୍ତୁ ଚିକନ୍ ଲାଗାଇଦେଲା ଆଚେ ।
ସେ ମର୍ ଉପ୍ରେ ବାସ୍ନା ଚିକନ୍ ରକଇକରି, ମକେ ସମାଦି ଦେବା ଆଗ୍ତୁ, ତିଆର୍ କରି ଦେଲାଆଚେ ।
ସେ ଦିନ୍ ବିସ୍ରାମ୍ ଦିନ୍ ପାଇ ତିଆର୍ ଅଇବା ଦିନ୍ ଅଇରଇଲା । ସେଦିନେ ସଞ୍ଜ୍ବେଲା,
ଜିସୁର୍ ମଡ୍ କୁର୍ସେଅନି ଉତ୍ରାଇ ଉଲ୍ଉଲା ପଚିଆଇ ଗୁଡିଆଇକରି ଜେନ୍ତିକି କେବେ କାକେ ନ ସଙ୍ଗଇରଇଲା, ଗଟେକ୍ ରାଙ୍ଗ୍ନି କାଟି ତିଆର୍କରି ରଇଲା ପାଆରେ ନେଇ ସଙ୍ଗଇଲାଇ ।
ମାତର୍ ଜିସୁ କଇଲା, “ତାକେ କାଇଟା ବଲି କୁଆ ନାଇ, ତାର୍ଟାନେ ଜେତ୍କି ଆଚେ, ସେଟା ଜେନ୍ତିକି ମର୍ ସମାଦି ଦିନର୍ପାଇ ସଙ୍ଗଇଆଚେ ।
କାଇକେ ବଇଲେ ଜଦି ତମ୍କେ ଦାନ୍ ଦେବାକେ ମନ୍ଆଚେ, ତମର୍ ପାର୍ବା ଏତେକ୍ ଦେଲାସ୍ନି । ତମେ ଦେବାଟା ପର୍ମେସର୍ ସଙ୍ଗଇସି । କାଇକେବଇଲେ, ତମେ ନାପାର୍ବା ଏତ୍କି ଦିଆ ବଲି ମାଙ୍ଗେ ନାଇ ।