ମାର୍କ 15:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ସାକାଲ୍ ସାକାଲ୍ ପାର୍ତନା ଗରର୍ ମୁକିଅ ପୁଜାରିମନ୍, ମୁକିଅ ନେତାମନ୍, ଜିଉଦି ନେତାମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ଜିଉଦି ଲକ୍ମନ୍କେ ସାସନ୍ କର୍ବା ସବୁ ରକାମର୍ ନେତାମନ୍ ଜିସୁକେ କାଇଟା କର୍ବାର୍ ଆଚେ ? ବଲି ଗଟେକ୍ ବଡ୍ ପଁଚାଦି କଲାଇ । ସେମନ୍ ତାକେ ବାନ୍ଦିକରି ସାସନ୍ କର୍ବା ପିଲାତ୍କେ ସର୍ପିଦେଲାଇ । အခန်းကိုကြည့်ပါ။ |