ମାର୍କ 15:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ପିଲାତ୍ ରାଜା କାଇକେ ଏନ୍ତି କଇଲା ବଇଲେ, ମୁକିଅ ପୁଜାରିମନ୍ କୁଟ୍ ପାଁଚି ଜିସୁକେ ତାର୍ ଆତେ ସର୍ପିଦେଇ ଆଚତ୍ ବଲିକରି ସେ ଜାନିରଇଲା । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।