11 ମାତର୍ ମୁକିଅ ପୁଜାରିମନ୍ ଲକ୍ମନ୍କେ ଉସ୍କାଇ କରି, “ଜିସୁର୍ ବାଦୁଲେ ବାର୍ବାକେ ଆମର୍ପାଇ ବନ୍ଦି ଗରେଅନି ମୁକ୍ଲାଇବାକେ କୁଆ ।” ବଲି କଇଲାଇ ।
ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ବାର୍ବାକେ ମୁକ୍ଲାଇ ଦେଇକରି, ଜିସୁକେ ମରନ୍ ଡଣ୍ଡ୍ ଦେବାକେ ଲକ୍ମନ୍କେ ପିଲାତର୍ ଲଗେ ଜାଇ ଦାବି କର୍ବାକେ ଉସ୍କାଇଲାଇ ।
ପିଲାତ୍ ରାଜା କାଇକେ ଏନ୍ତି କଇଲା ବଇଲେ, ମୁକିଅ ପୁଜାରିମନ୍ କୁଟ୍ ପାଁଚି ଜିସୁକେ ତାର୍ ଆତେ ସର୍ପିଦେଇ ଆଚତ୍ ବଲିକରି ସେ ଜାନିରଇଲା ।
ମାତର୍ ପିଲାତ୍ ଆରିତରେକ୍ ପାଚାର୍ଲା, “ସେନ୍ତିଆଲେ ତମେ ଜନ୍ ଲକ୍କେ ଜିଉଦିମନର୍ ରାଜା ବଲି କଇଲାସ୍ନି, ତାକେ ମୁଇ କାଇଟା କର୍ବି ବଲି ତମେ ମନ୍ କଲାସ୍ନି ?”
ମାତର୍ ଲକ୍ମନ୍ ଆଉଲିଅଇକରି କଇଲାଇ, “ନାଇ ଏ ଲକ୍କେ ନାଇ, ମାତର୍ ବାର୍ବାକେ ମୁକ୍ଲାଇ ଦିଆସ୍ ।” ଏ ବାରବ୍ବା ଗଟେକ୍ ଡାକୁ ଲକ୍ ରଇଲା ।
ସେ ଆକା ଗଟେକ୍ସେ ସୁକଲ୍ ଆରି ଦରମ୍ ଲକ୍ ରଇଲା । ମାତର୍ ତମେ ତାକେ ନାମାସ୍ ନାଇ ଆରି ତାର୍ ବାଦୁଲେ ଗଟେକ୍ ନର୍ମାରୁକେ ମୁକ୍ଲାଇବାକେ ପିଲାତ୍କେ ଗୁଆରି କଲାସ୍ ।