17 ସେମନ୍ ଜିସୁକେ କିଜାଇବାକେ ଜାମ୍କଲି ରଙ୍ଗର୍ ବସ୍ତର୍ ପିନ୍ଦାଇଲାଇ ଆରି ଗଟେକ୍ କାଟାର୍ ମୁକୁଟ୍ ତିଆର୍କରି ତାର୍ ମୁଣ୍ଡେ ପିନ୍ଦାଇଦେଲାଇ ।
ସନିଅମନ୍ ଜିସୁକେ ରମିୟ ସର୍କାରର୍ ସାସନ୍କାରିଆ ପିଲାତର୍, ମୁକିଅ ଗରର୍ ଡାଣ୍ଡେ ଦାରିଗାଲାଇ ଆରି ସେମନ୍ ବିନ୍ ସନିଅମନ୍କେ ଗଟେକ୍ ଟାନେ ଡାକି ରୁଣ୍ଡାଇଲାଇ ।
ସେମନ୍ ଜିସୁକେ କିଜାଇ କରି କଇଲାଇ, “ଏ ଜିଉଦିମନର୍ ରାଜା ତକେ ଜୁଆର୍, ତୁଇ ବେସି ଦିନ୍ ବଁଚ୍ ।”
ଏରଦ୍ ଆରି ତାର୍ ସନିଅମନ୍ ଜିସୁକେ କିଜାଇଲାଇ ଆରି ନିନ୍ଦା କଲାଇ । ଜିସୁକେ ରାଜାମନ୍ ପିନ୍ଦ୍ବା ନିମାନ୍ ପଚିଆ ପିନ୍ଦାଇ ପିଲାତ୍ଟାନେ ପାଟାଇ ଦେଲାଇ ।