18 ସେମନ୍ ଜିସୁକେ କିଜାଇ କରି କଇଲାଇ, “ଏ ଜିଉଦିମନର୍ ରାଜା ତକେ ଜୁଆର୍, ତୁଇ ବେସି ଦିନ୍ ବଁଚ୍ ।”
କାଟାର୍ ମୁକୁଟ୍ ତିଆର୍ କରି ତାର୍ ମୁଣ୍ଡେ ପିନ୍ଦାଇ ଦେଲାଇ ଆରି ତାର୍ ଉଜା ଆତେ ଗଟେକ୍ ଡାଙ୍ଗ୍ ଦାରାଇ ଦେଲାଇ । ତାର୍ ପଚେ, ତାର୍ ମୁଆଟେ ମାଣ୍ଡିକୁଟା ଦେଇ କିଜାଇକରି କଇଲାଇ, “ଏ ଜିଉଦିମନର୍ ରାଜା ! ବେସି ଦିନ୍ ବଁଚି ରଅ ।”
ସେମନ୍ ଜିସୁକେ କିଜାଇବାକେ ଜାମ୍କଲି ରଙ୍ଗର୍ ବସ୍ତର୍ ପିନ୍ଦାଇଲାଇ ଆରି ଗଟେକ୍ କାଟାର୍ ମୁକୁଟ୍ ତିଆର୍କରି ତାର୍ ମୁଣ୍ଡେ ପିନ୍ଦାଇଦେଲାଇ ।
ସେମନ୍ ତର୍କେତର୍ ବେତ୍ ଡାଙ୍ଗ୍ ସଙ୍ଗ୍ ତାର୍ ମୁଣ୍ଡେ ମାର୍ତେରଇଲାଇ ଆରି ତାର୍ ଉପ୍ରେ ତୁକି କିଜାଇକରି ମାଣ୍ଡିକୁଟା ଦେଇ ଜୁଆର୍ କଲାଇ ।
ପିଲାତ୍ ଜିସୁକେ ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା ?” ଜିସୁ ତାକେ କଇଲା, “ତୁଇ ଜନ୍ଟା ପାଚାର୍ଲୁସ୍ନି, ସେଟା ସତ୍ସେ ।”
ସେମନ୍ ଜିସୁର୍ ଲଗେ ଆସିକରି କଇଲାଇ “ଏ ଜିଉଦିମନର୍ ରାଜା ଜୁଆର୍ ! ତୁଇ ବେସି ବରସ୍ ବଁଚ୍ !” ବଲି ତାକେ ଚାପଡ୍ ଚାପଡ୍ ମାର୍ଲାଇ ।