2 ପିଲାତ୍ ଜିସୁକେ ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା ?” ଜିସୁ ତାକେ କଇଲା, “ତୁଇ ଜନ୍ଟା ପାଚାର୍ଲୁସ୍ନି, ସେଟା ସତ୍ସେ ।”
“ଜନ୍ ପିଲା ଜିଉଦିମନର୍ ରାଜା ଅଇବାକେ ଜନମ୍ ଅଇଲାଆଚେ, ସେ କନ୍ତି ଆଚେ ? କାଇକେବଇଲେ ଆମେ ପୁରୁବ୍ ଦେସେ ତାର୍ ତାରା ଦେକି ତାକେ ପୁଜା କର୍ବାର୍ ଆସିଆଚୁ ।”
ମାତର୍ ପିଲାତ୍ ଆରିତରେକ୍ ପାଚାର୍ଲା, “ସେନ୍ତିଆଲେ ତମେ ଜନ୍ ଲକ୍କେ ଜିଉଦିମନର୍ ରାଜା ବଲି କଇଲାସ୍ନି, ତାକେ ମୁଇ କାଇଟା କର୍ବି ବଲି ତମେ ମନ୍ କଲାସ୍ନି ?”
ସେମନ୍ ଜିସୁକେ କିଜାଇ କରି କଇଲାଇ, “ଏ ଜିଉଦିମନର୍ ରାଜା ତକେ ଜୁଆର୍, ତୁଇ ବେସି ଦିନ୍ ବଁଚ୍ ।”
ଆରି “ଏଟା ଜିଉଦିମନର୍ ରାଜା । ” ବଲି ନିନ୍ଦା କାତା ଲେକି କୁରୁସ୍ ଉପ୍ରେ ଡସାଇଲାଇ ।
ମୁକିଅ ପୁଜାରିମନ୍ ଜିସୁକେ ଦସ୍ ଦେଇ କଇବାର୍ ଦାର୍ଲାଇ ।
ପିଲାତ୍ ଲକ୍ମନ୍କେ ପାଚାର୍ଲା, “ତମେ କାକେ ମନ୍ କଲାସ୍ନି ? ମୁଇ ତମର୍ ଲାଗି ଜିଉଦିମନର୍ ରାଜାକେ ଚାଡିଦେବି କି ?”
ପର୍ମେସର୍ ମର୍ ସାକି, ଜେ କି ସବୁକେ ବଁଚ୍ବାକେ ଦେଇସି । ଆରି ଜିସୁକିରିସ୍ଟ ଜେ କି, ପନ୍ତିଅ ପିଲାତ୍ ପାଚାର୍ଲା ବେଲେ ସତ୍ କଇଲା, ଏ ଦୁଇ ଲକର୍ ସାକି ନେଇକରି ମୁଇ ତକେ ତିଆର୍ଲିନି,