20 ସେମନ୍ ଜିସୁକେ କିଜାଇ ସାରାଇଲାପଚେ, ଜାମ୍କଲି ରଙ୍ଗର୍ ବସ୍ତର୍ ତାର୍ ଗାଗ୍ଡେଅନି ବେଟିକରି, ନିଜର୍ ବସ୍ତର୍ ପିନ୍ଦାଇଦେଲାଇ । ତାର୍ପଚେ ସେମନ୍ ତାକେ କୁର୍ସକାଟେ ମରାଇବାକେ ଗଡ୍ ବାଇରେ ଦାରିଗାଲାଇ ।
ତାକେ ଏନ୍ତାରି କିଜାଇ ସାର୍ଲା ପଚେ ରାଜା ପିନ୍ଦ୍ବା ବସ୍ତର୍ ବେଟିଦେଇ ତାର୍ ନିଜର୍ ବସ୍ତର୍ ପିନ୍ଦାଇଦେଲାଇ ଆରି ତେଇଅନି ତାକେ କୁର୍ସେ ଚଗାଇବାକେ ଦାରିଗାଲାଇ ।
ସେମନ୍ ତର୍କେତର୍ ବେତ୍ ଡାଙ୍ଗ୍ ସଙ୍ଗ୍ ତାର୍ ମୁଣ୍ଡେ ମାର୍ତେରଇଲାଇ ଆରି ତାର୍ ଉପ୍ରେ ତୁକି କିଜାଇକରି ମାଣ୍ଡିକୁଟା ଦେଇ ଜୁଆର୍ କଲାଇ ।
ସେବେଲା ଆଲେକ୍ଜାଣ୍ଡାର୍ ଆରି କୁର୍ନିୟ ଜାଗାର୍ ରୁପ୍ଅର୍ ବାବା ସିମନ୍ ନାଉଁର୍ ଗଟେକ୍ ଲକ୍, ପଲିଗାରାମ୍ ଅନି ଆସିକରି ସେ ବାଟେ ଜାଇତେରଇଲା । ସେ ସନିଅମନ୍ ତାକେ ଜିସୁର୍ କୁର୍ସ ବଇବାକେ ବାଦିଅ କଲାଇ ।
ସାରାସାରି ପିଲାତ୍ ଜିସୁକେ ସେମନର୍ ମନ୍ କଲା ଇସାବେ କୁର୍ସେ ଚଗାଇ ମରାଇବାକେ ସର୍ପିଦେଲା । ତାର୍ପଚେ ସନିଅମନ୍ ଜିସୁକେ ଦାରିଗାଲାଇ ।