27 କୁର୍ସେ ଜିସୁର୍ ସଙ୍ଗ୍ ଆରି ଦୁଇଟା ଚର୍ମନ୍କେ, ତାର୍ ଉଜାବାଟେ ଗଟେକ୍କେ, ଡେବ୍ରି ବାଟେ ଆରିଗଟେକ୍କେ ଚଗାଇରଇଲାଇ ।
ତାର୍ପଚେ ସେମନ୍ ତେଇ ଦୁଇଟା ଚର୍ମନ୍କେ ଆନ୍ଲାଇ । ଗଟେକ୍କେ ଜିସୁର୍ ଉଜା ବାଟେ ଆରି ଗଟେକ୍କେ ତାର୍ ଡେବ୍ରି ବାଟେ କୁର୍ସେ ଚଗାଇଲାଇ ।
ଆରି “ଏଟା ଜିଉଦିମନର୍ ରାଜା । ” ବଲି ନିନ୍ଦା କାତା ଲେକି କୁରୁସ୍ ଉପ୍ରେ ଡସାଇଲାଇ ।
ସେ ବୁଲ୍ କଲା ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ବଲି, ଇସାବ୍ ଅଇଲା ବଲିକରି ପର୍ମେସରର୍ ସାସ୍ତରେ ଲେକାଅଇରଇବା ବିସଇ ସିଦ୍ ଅଇଲା ।
“ତମେ ସତଇସେ ଇସ୍ରାଏଲର୍ ରାଜା କିରିସ୍ଟ ଅଇରଇଲେ, କୁର୍ସେ ଅନି ଉତ୍ରି ଆଉ । ସେନ୍ତି ଅଇଲେ ଆମେ ଦେକିକରି ବିସ୍ବାସ୍ କର୍ବୁ ।” ବଲି କଇଲାଇ । ଜନ୍ ଲକ୍ମନ୍କେ ଜିସୁର୍ ସଙ୍ଗ୍ କୁର୍ସେ ଚଗାଇରଇଲାଇ, ସେମନ୍ ମିସା ଜିସୁକେ ନିନ୍ଦା କଲାଇ ।
ତେଇ ସେମନ୍ ଜିସୁକେ କୁର୍ସେ ଚଗାଇଲାଇ । ତାର୍ ସଙ୍ଗ୍ ଦୁଇ ଲକ୍କେ ମିସା କୁର୍ସେ ଚଗାଇଲାଇ । ଦୁଇ ଲକ୍କେ ଦୁଇବାଟେ ଚଗାଇ ଜିସୁକେ ମଜାଇ କଲାଇ ।