3 ମୁକିଅ ପୁଜାରିମନ୍ ଜିସୁକେ ଦସ୍ ଦେଇ କଇବାର୍ ଦାର୍ଲାଇ ।
ମାତର୍ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜିସୁର୍ ବିରୁଦେ ଆନିରଇବା ନିନ୍ଦା କାତାର୍ କାଇମିସା ଉତର୍ ଦେଏ ନାଇ ।
ପିଲାତ୍ ଜିସୁକେ ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା ?” ଜିସୁ ତାକେ କଇଲା, “ତୁଇ ଜନ୍ଟା ପାଚାର୍ଲୁସ୍ନି, ସେଟା ସତ୍ସେ ।”
ସେବେଲା ପିଲାତ୍ ତାକେ ଆରିତରେକ୍ ପାଚାର୍ଲା, “ତୁଇ କାଇକେ ଚିମ୍ରା ଅଇଦେଲୁସ୍ ? କାଇଟା ମିସା କଉସ୍ ନାଇ । ଦେକା ସେମନ୍ ତର୍ ବିରଦେ କେତେକ୍ ନିନ୍ଦା କାତା କଇଲାଇନି ।”
ମାତର୍ ଜିସୁ କାତା ଅଏ ନାଇ । ସେଟା ଦେକିକରି ପିଲାତ୍ ବେସି କାବା ଅଇଗାଲା ।
ଏ କାତା ସୁନି ପିଲାତ୍ ଜିସୁକେ ମୁକ୍ଲାଇବାକେ ଚେସ୍ଟା କଲା । ମାତର୍ ଜିଉଦି ଲକ୍ମନ୍ ଆଉଲିଅଇ କଇଲାଇ, “ତୁଇ ଜଦି ଆକେ ମୁକ୍ଲାଇସୁ ବଇଲେ, ସମ୍ରାଟର୍ ମଇତର୍ ନଉଁସ୍ । ଜେ ନିଜ୍କେ ରାଜା ବଲି ଦାବି କର୍ସି, ସେ ତାର୍ ବିରଦେ କଇଲାନି ।”