36 ତେଇଅନି ଗଟେକ୍ ଲକ୍ ପାଲାଇ ଜାଇ ଅଙ୍ଗୁର୍ ରସେ, ତୁଲା ବୁଡାଇ ଡାଙ୍ଗେ ବାନ୍ଦି ଉପ୍ରେ ଲାମାଇଦେଲା । ସେ ଲକ୍ କଇଲା, “ଏବେ ଏଲିୟ ଆସିକରି ଆକେ କୁର୍ସେ ଅନି ଉତ୍ରାଇଦେଇସି କି ନାଇ ଦେକୁ ।”
ଗଟେକ୍ ଲକ୍ ପାଲାଇ ଜାଇ ପିତା ରଇଲା ଅଙ୍ଗୁର୍ରସ୍ଟାନେ ଗଟେକ୍ ସୁତାର୍ ଗର୍ଣ୍ଡା ବୁଡାଇଲା । ଆରି ସେଟା ଲାଟି ଟିପେ ବାନ୍ଦି କାଅ ବଲି ଜିସୁର୍ ମୁଆଟେ ଲାମାଇଦେଲା ।
ସେମନ୍ ଜିସୁକେ ଅସ ମିସାଇଲା ଅଙ୍ଗୁର୍ ରସ୍ କାଅ ବଲିକରି ଦେଲାଇ, ମାତର୍ ସେ ନିଚ୍ଲା ।
ଏ କାତା ସୁନି ସେଲଗେ ଟିଆ ଅଇରଇବା କେତେ ଲକ୍ କଇଲାଇ, “ସେ ଏଲିୟକେ ଡାକ୍ଲାନି ।”
ମାତର୍ ଜିସୁ ଆଉଲିଅଇଲା ଦାପ୍ରେ ତାର୍ ଜିବନ୍ ଚାଡିଗାଲା ।
ଆରି ସନିଅମନ୍ ଜିସୁର୍ ଲଗେ ଆସିକରି ତାକେ ଗନ୍ଦ୍ବା ରସ୍ ଦେଇ କିଜାଇକରି କଇଲାଇ, ।