42 ସେ ଦିନ୍ ବିସ୍ରାମ୍ ଦିନ୍ ପାଇ ତିଆର୍ ଅଇବା ଦିନ୍ ଅଇରଇଲା । ସେଦିନେ ସଞ୍ଜ୍ବେଲା,
ସେଦିନ୍ ନିସ୍ତାର୍ ପରବର୍ ନିଉତା ଦିନ୍ ରଇଲାଜେ, ମଲା ଗାଗଡ୍ କୁର୍ସ ଉପ୍ରେ ନ ରଏ, କାଇକେବଇଲେ ସେ ଦିନ୍ ବିସ୍ରାମ୍ବାରର୍ ସୁକଲ୍ ଦିନ୍ ରଇଲା । ସେଟାର୍ପାଇ କୁର୍ସେ ରଇବା ତିନ୍ଲକର୍ ଗଡ୍ ବାଙ୍ଗାଇକରି ବିନ୍ ଜାଗାଇ ନେଅତ୍ ବଲି ଜିଉଦିଲକ୍ମନ୍ ପିଲାତ୍କେ ଗୁଆରି କଲାଇ ।
ସାସ୍ତରେ ଜନ୍ ସବୁ ବିସଇ ଲେକା ଆଚେ, ସେ ଇସାବେ ସବୁ କାମ୍ କଲାପଚେ ସେମନ୍ ତାକେ କୁର୍ସେଅନି ଉତ୍ରାଇ ଆନ୍ଲାଇ । ବିନ୍ଲକ୍ମନ୍ ଆସିକରି ତାର୍ ଗାଗଡ୍ ନେଇ ସମାଦିଟାନେ ସଙ୍ଗଇଲାଇ ।