44 ଜିସୁ ଏତେକ୍ ଦାପ୍ରେ ମରିଗାଲା ବଲି ସୁନି ପିଲାତ୍ କାବା ଅଇଗାଲା । ତାର୍ ସନିଅମନର୍ ନେତାକେ ଡାକି “ଜିସୁ ମଲାବେ କି ?” ବଲି ପାଚାର୍ଲା ।
ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
ଆରାମାତିଆ ଗାଉଁର୍ ବିଚାର୍କର୍ବା ମୁକିଅ ଲକ୍ ବିତ୍ରେ ରଇଲା ଜସେପ୍ ନାଉଁର୍ ଗଟେକ୍ ଲକ୍, ପର୍ମେସର୍ ସାସନ୍ କର୍ବା ରାଇଜର୍ ବେଲା ଆସ ବଲି ଜାଗିରଇବା ଗଟେକ୍ ଲକ୍ । ବେସି ସାଆସ୍ଅଇ ପିଲାତର୍ ଲଗେ ଜାଇକରି ଜିସୁର୍ ମଲାମଡ୍ ମାଙ୍ଗ୍ଲା ।
ସେ ସନିଅମନର୍ ନେତା, ଜିସୁ ମରିଗାଲା ବିସଇ ପିଲାତ୍କେ କଇଲା । ତାର୍ପଚେ ଜସେପ୍କେ ପିଲାତ୍ କଇଲା, “ତୁଇ ମଡ୍ ନେଇ ପାରୁସ୍ ।”