45 ସେ ସନିଅମନର୍ ନେତା, ଜିସୁ ମରିଗାଲା ବିସଇ ପିଲାତ୍କେ କଇଲା । ତାର୍ପଚେ ଜସେପ୍କେ ପିଲାତ୍ କଇଲା, “ତୁଇ ମଡ୍ ନେଇ ପାରୁସ୍ ।”
ସେ ପିଲାତ୍କେ ବେଟ୍ଅଇକରି ଜିସୁର୍ ମଲାମଡ୍ ଦାରିଜିବାକେ ଗୁଆରି କଲା । ଜସେପ୍ ଗୁଆର୍ଲାକେ ପିଲାତ୍ ମଡ୍ ନେବାକେ ଆଦେସ୍ ଦେଲା ।
ତେଇ ଜିସୁର୍ କୁର୍ସ ମୁଆଟେ ଟିଆଅଇରଇଲା ସଏଟା ସନିଅମନର୍ ମୁକିଅ, ଜିସୁ ସାରାସାରି ଆଉଲି ଅଇଲାଟା ଆରି ସେ କେନ୍ତି ଅଇକରି ମଲା, ଦେକିକରି କଇଲା, “ସତଇସେ ଏ ପର୍ମେସରର୍ ପିଲା ରଇଲା ।”
ଜିସୁ ଏତେକ୍ ଦାପ୍ରେ ମରିଗାଲା ବଲି ସୁନି ପିଲାତ୍ କାବା ଅଇଗାଲା । ତାର୍ ସନିଅମନର୍ ନେତାକେ ଡାକି “ଜିସୁ ମଲାବେ କି ?” ବଲି ପାଚାର୍ଲା ।
ସେଟାର୍ପାଇ ଜସେପ୍ ଜିସୁର୍ ଗାଗଡ୍ କୁର୍ସ ଉପ୍ରେଅନି ଉତ୍ରାଇ ଆନ୍ଲା ଆରି ଗଟେକ୍ ନୁଆ ଲୁଗା ସଙ୍ଗ୍ ଗୁଡିଆଇକରି ରାଙ୍ଗ୍ନି କାଟି ତିଆର୍ କରି ରଇଲା ଗଟେକ୍ ପାଆରେ ନେଇକରି ସଙ୍ଗଇଲା । ଗଟେକ୍ ବଡ୍ ଚାଚଡା ପାକ୍ନା ନେଇ ପାଆର୍ ମୁଆଟେ ଡାବିଦେଲା ।
ଏ ସବୁ ଗଟ୍ନା ଅଇଲା ପଚେ ଆରାମାତିଆ ଗଡର୍ ଜସେପ୍ ନାଉଁର୍ ଗଟେକ୍ ଲକ୍ ପିଲାତ୍କେ ଜିସୁର୍ ଗାଗଡ୍ ମାଙ୍ଗ୍ଲା । ଜସେପ୍ ଜିସୁର୍ ସିସ୍ ରଇଲା । ମାତର୍ ସେ ଜିଉଦି ନେତାମନ୍କେ ଡରିକରି ଜାନାଇ ନ ଅଇ ରଇତେ ରଇଲା । ପିଲାତ୍ ଜସେପ୍କେ ଜିସୁର୍ ଗାଗଡ୍ ନେ ବଇଲାକେ, ସେ ଜିସୁର୍ ମଲାଗାଗଡ୍ ଦାରି ଗାଲା ।