47 ଜିସୁକେ ଜନ୍ ଜାଗାଇ ନେଇ ସଙ୍ଗଇ ରଇଲାଇ, ସେ ଜାଗା ମଗ୍ଦଲିନି ମରିୟମ୍ ଆରି ଜସିର୍ ମା ମରିୟମ୍ ଦେକିରଇଲା ।
ସେମନର୍ ବିତ୍ରେ ମଗ୍ଦଲିନି ମରିୟମ୍, ଜାକୁବ୍ ଆରି ଜସେପର୍ ମାଆ ମରିୟମ୍ ଆରି ଜେବଦିର୍ ମାଇଜି ରଇଲାଇ ।
ମଗ୍ଦଲିନି ମରିୟମ୍ ଆରି ବିନ୍ ମରିୟମ୍ ଜିସୁକେ କବର୍ ଦେଲା ପାଆର୍ ମୁଆଟେ ବସି ରଇଲାଇ ।
ବିସ୍ରାମ୍ବାରର୍ ଆର୍କର୍ ଦିନେ, ରଇବାର୍ ସାକାଲେ ମଗ୍ଦଲିନି ମରିୟମ୍ ଆରି ବିନ୍ ମରିୟମ୍ ଜିସୁକେ ସଙ୍ଗଇରଇବା କବର୍ ଦେକ୍ବାର୍ ଗାଲାଇ ।
ତେଇ କେତେଟା ମାଇଜିମନ୍ ମିସା କୁର୍ସେ ଅନି ଦୁରିକେ ଟିଆଅଇ ଦେକ୍ତେରଇଲାଇ । ସେମନ୍ ଅଇଲାଇନି, ମଗ୍ଦଲିନି ମରିୟମ୍, ସାନ୍ଟା ଜାକୁବ୍ ଆରି ଜସିର୍ ମା ମରିୟମ୍ ଆରି ସଲମି ।
ସେଟାର୍ପାଇ ଜସେପ୍ ଜିସୁର୍ ଗାଗଡ୍ କୁର୍ସ ଉପ୍ରେଅନି ଉତ୍ରାଇ ଆନ୍ଲା ଆରି ଗଟେକ୍ ନୁଆ ଲୁଗା ସଙ୍ଗ୍ ଗୁଡିଆଇକରି ରାଙ୍ଗ୍ନି କାଟି ତିଆର୍ କରି ରଇଲା ଗଟେକ୍ ପାଆରେ ନେଇକରି ସଙ୍ଗଇଲା । ଗଟେକ୍ ବଡ୍ ଚାଚଡା ପାକ୍ନା ନେଇ ପାଆର୍ ମୁଆଟେ ଡାବିଦେଲା ।
ବିସ୍ରାମ୍ବାର୍ ସାର୍ଲା ତାର୍ ଆର୍କର୍ ଦିନେ ମଗ୍ଦଲିନି ମରିୟମ୍, ଜାକୁବର୍ ମାଆ ମରିୟମ୍ ଆରି ସଲମି, ଜିସୁର୍ ମଲା ଗାଗ୍ଡେ ଲାଗାଇବାକେ ବାସ୍ନା ଚିକନ୍ ଗେନିଆନ୍ଲାଇ ।
ଆରି ଗାଲିଲିଅନି ଜିସୁର୍ ସଙ୍ଗ୍ ରଇଲା ମାଇଜିମନ୍ ଜସେପର୍ ସଙ୍ଗ୍ ଜାଇକରି ପାଆର୍ ବିତ୍ରେ ଜିସୁର୍ ଗାଗଡ୍ କେନ୍ତି ସଙ୍ଗଇଲା ଆଚେ ବଲି ଦେକ୍ଲାଇ ।