5 ମାତର୍ ଜିସୁ କାତା ଅଏ ନାଇ । ସେଟା ଦେକିକରି ପିଲାତ୍ ବେସି କାବା ଅଇଗାଲା ।
ମାତର୍ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜିସୁର୍ ବିରୁଦେ ଆନିରଇବା ନିନ୍ଦା କାତାର୍ କାଇମିସା ଉତର୍ ଦେଏ ନାଇ ।
ମାତର୍ ଜିସୁ ପଦେକ୍ ମିସା କଏନାଇ ଜେ ପିଲାତ୍ କାବାଅଇଗାଲା ।
ସେବେଲା ପିଲାତ୍ ତାକେ ଆରିତରେକ୍ ପାଚାର୍ଲା, “ତୁଇ କାଇକେ ଚିମ୍ରା ଅଇଦେଲୁସ୍ ? କାଇଟା ମିସା କଉସ୍ ନାଇ । ଦେକା ସେମନ୍ ତର୍ ବିରଦେ କେତେକ୍ ନିନ୍ଦା କାତା କଇଲାଇନି ।”
ସେଟାର୍ ପାଇ ଏରଦ୍ ତାକେ କାଇ କାଇ ବିସଇ ପାଚାର୍ବାର୍ ଦାର୍ଲା । ମାତର୍ ଜିସୁ ତାକେ କାଇବଲି ମିସା କଏ ନାଇ ।
ପିଲାତ୍ ଜିସୁକେ ଆରିତରେକ୍ ତାର୍ ମେଡେ ବାଉଡାଇ ନେଇ ପାଚାର୍ଲା, “ତୁଇ କନ୍ତିଅନି ଆସିଆଚୁସ୍ ?” ମାତର୍ ଜିସୁ ତାକେ ପଦେକ୍ ମିସା କଏନାଇ ।
ମାତର୍ ମୁଇ ବାବ୍ଲିନି ପର୍ମେସର୍ ଆମର୍ ପାରା ପେରିତ୍ମନ୍କେ ଦାଡିର୍ ସାରାସାରି ଜାଗା ଦେଲାଆଚେ । ଜଗତର୍ ସବୁ ଲକ୍ ଆରି ସର୍ଗର୍ ଦୁତ୍ମନ୍ ଦେକ୍ତେ ରଇବାବେଲେ ଆମେ, ବନ୍ଦି ଅଇଲା ଲକ୍ମନ୍କେ ମରାଇବାକେ ନେଲାପାରା ଆଚୁ ।