8 ଲକ୍ମନ୍ ପିଲାତର୍ଟାନେ ଆସି, କଇଲାଇ, “ସବୁ ବରସର୍ ରିତିନିତି ଇସାବେ ଏ ତରେକ୍ ମିସା ଗଟେକ୍ ବନ୍ଦି ଲକ୍କେ ମୁକ୍ଲାଇ କରି ବାର୍କରାଇଦେସ୍ ।”
ନିସ୍ତାର୍ ପରବ୍ ବେଲେ ରମିୟ ସାସନ୍କାରିଆ ଲକ୍ମନର୍ ମନ୍ କଲା ଇସାବେ କାକେ ମିସା ଗଟେକ୍ ବନ୍ଦି ଲକ୍କେ ବନ୍ଦିଗରେଅନି ମୁକ୍ଲାଇଦେବା ରିତିନିତି ରଇଲା ।
ତାର୍ପଚେ ଜିସୁ ସେ ଜାଗା ଚାଡିକରି ଜିଉଦା ରାଇଜର୍ ସନ୍ଦି ଆରି ଜର୍ଦନର୍ ଆରି ଗଟେକ୍ ବାଟେ ଆଇଲା । ଆରି ସବୁ ବେଲାର୍ ପାରା ଲକ୍ମନ୍ ତାର୍ ଲଗେ ରୁଣ୍ଡ୍ଲାଇ । ଆରି ଜିସୁ ସେମନ୍କେ ପର୍ମେସରର୍ କାତା ସିକାଇଦେଲା ।
ସେବେଲେ ସର୍କାରର୍ ବିରୁଦେ ଦାବିକରି ବାର୍ବା ନାଉଁର୍ ଗଟେକ୍ ଲକ୍ ବନ୍ଦି ଅଇରଇଲା । ଏ ଲକ୍ ଆରି କେତେଟା ଲକ୍ମନର୍ ସଙ୍ଗ୍, ଲକ୍ମନ୍କେ ମରାଇ ବନ୍ଦି ଅଇରଇଲା ।
ପିଲାତ୍ ଲକ୍ମନ୍କେ ପାଚାର୍ଲା, “ତମେ କାକେ ମନ୍ କଲାସ୍ନି ? ମୁଇ ତମର୍ ଲାଗି ଜିଉଦିମନର୍ ରାଜାକେ ଚାଡିଦେବି କି ?”