12 ତାର୍ପଚେ ଦୁଇଟା ସିସ୍ମନ୍ ଗଟେକ୍ ଗାଏଁ ଜିବାବେଲେ ଜିସୁ ସେମନ୍କେ ବିନ୍ ରୁପେ ଦେକାଇଅଇଲା । ସିସ୍ମନ୍ ତାକେ ଚିନି ନାପାର୍ଲାଇ ।
ତାର୍ପଚେ ଏଗାର୍ଟା ସିସ୍ମନ୍ କାଇବାବେଲେ ଜିସୁ ସେମନ୍କେ ଦେକାଇଅଇଲା । ଜିସୁ ମଲାଟାନେଅନି ଉଟ୍ଲାଟା ଦେକିରଇଲା ଲକ୍ମନ୍ କଇଲା କାତା ବିସ୍ବାସ୍ ନ କରି, ସେମନର୍ ମନ୍ ଆଁଟ୍ କଲାର୍ ଲାଗି ସେମନ୍କେ ଲାଗ୍ଲା ।
ଆରି, ସେ ପାର୍ତନା କର୍ବାବେଲେ ତାର୍ ମୁ ବିନ୍ ଅଇଗାଲା ଆରି ସେ ପିନ୍ଦ୍ଲା ଲୁଗା ଦବ୍ ଅଇ ବିଜ୍ଲିପାରା ଜିକ୍ମିକିଗାଲା ।
ତାର୍ ପଚେ ଜିସୁ ନିଜେ ଆରି ତରେକ୍ ସିସ୍ମନ୍କେ ତିବିରିଆର୍ ଗାଡ୍ପାଲି ଦେକାଇଅଇଲା । ସେଟା ଏନ୍ତି ଅଇଲା ।
ଜିସୁ ମରିକରି ଜିବନ୍ଅଇ, ସିସ୍ମନ୍କେ ଏଟା ସଙ୍ଗ୍ ମିସାଇ, ତିନ୍ତର୍ ଦେକାଇଅଇଲା ।
ସେ ଦୁକ୍ କସ୍ଟ ଅଇଲାପଚେ, ସେମନ୍କେ ନିଜେ ବେସି ତର୍ ଦେକାଇଅଇଲା । ଚାଲିସ୍ ଦିନ୍ଜାକ ବିନ୍ ବିନ୍ ବେଲାଇ ଦେକାଇଅଇଲା । ମଲାତେଇଅନି ଉଟ୍ଲାଟା ସତ୍ସଙ୍ଗ୍ ଜାନାଇଲା । ସେମନ୍ ତାକେ ଦେକ୍ଲାଇ, ଆରି ସେ ସେମନର୍ସଙ୍ଗ୍ ପର୍ମେସରର୍ ରାଇଜ୍ ବିସଇନେଇ କାତା ଅଇଲା ।