ମାର୍କ 16:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଆରି ବିସ୍ବାସି ଲକ୍ମନ୍ ମର୍ ନାଉଁ ଦାରି ଡୁମାମନ୍କେ ବାର୍କରାଇ କେଦିଦେବାଇ ଆରି ନାଜାନିରଇବା ବାସାଇ କାତା ଅଇବାଇ । ଏନ୍ତି ବିସ୍ବାସ୍ କର୍ବା ଲକ୍ମନର୍ଟାନେ ଗଟେକ୍ ଚିନ୍ ପାରା ଅଇସି । အခန်းကိုကြည့်ပါ။ |
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।