3 ସେମନ୍ ନିଜର୍ ନିଜର୍ ବିତ୍ରେ “ଜିସୁର୍ ଗାଗଡ୍ ସଙ୍ଗଇରଇଲା ମୁଆଟର୍ ବଡ୍ ଚାଚଡା ପାକ୍ନା ଆମର୍ ପାଇ କେ ଗୁଚାଇଦେଇସି ତେବେ ?” ବଲି କାତା ଅଇତେରଇଲାଇ ।
ରଇବାର୍ ଦିନର୍ ସାକାଲ୍ ସାକାଲ୍ ସେମନ୍ ତାର୍ ଗାଗଡ୍ ସଙ୍ଗଇଲା ଜାଗାକେ ଜାଇତେରଇଲାଇ । ସେବେଲେ ବେଲ୍ ଉଦି ଆଇତେରଇଲା ।
ସେମନ୍ ସେ ଜାଗାଇ କେଟିକରି ଦେକ୍ଲାବେଲେ, ଏଦେ ଦେକା ! ସେ ବଡ୍ ଚାଚଡା ପାକ୍ନା ଗୁଚିଜାଇରଇଲା ।
ଆଟର୍ ପର୍ତୁମ୍ ଦିନର୍ ସାକାଲେ ଜୁଲ୍ପୁଲ୍ ଉଜଲ୍ ବେଲାଇ ମଗ୍ଦଲିନି ମରିୟମ୍ ଜିସୁକେ ପାକ୍ନା ସଙ୍ଗ୍ ତିଆର୍ କରି ସଙ୍ଗଇଲା ପାଆରେ ଆସିକରି ଡାବିରଇଲା ପାକ୍ନା ଗୁଚିରଇଲାଟା ଦେକ୍ଲା ।