4 ସେମନ୍ ସେ ଜାଗାଇ କେଟିକରି ଦେକ୍ଲାବେଲେ, ଏଦେ ଦେକା ! ସେ ବଡ୍ ଚାଚଡା ପାକ୍ନା ଗୁଚିଜାଇରଇଲା ।
ପାକ୍ନାଇ ତାକର୍ ନିଜର୍ ପାଇ କୁନି ରଇବା ଗଟେକ୍ ନୁଆ କବର୍ ଦେବା ପାଆରେ ସେଟା ନେଇ ସଙ୍ଗଇଲା ଆରି ସେ ପାଆର୍ ମୁଆଟେ ଗଟେକ୍ ବଡ୍ଟା ଚାଚଡା ପାକ୍ନା ଡାବିଦେଇ ଉଟିଗାଲା ।
ସେମନ୍ ଜାଇକରି ଜିସୁକେ କବର୍ ଦେଲାଟାନେ ଜାଗ୍ବାକେ ସନିଅମନ୍ ଟିକ୍ କଲାଇ । କବର୍ ମୁଆଟେ ଡାବି ରଇବା ପାକ୍ନା ଉପ୍ରେ ସିଲ୍ମାରି ଜାଗୁଆଲ୍ମନ୍କେ ଜାଗାଇଲାଇ ।
ସେମନ୍ ନିଜର୍ ନିଜର୍ ବିତ୍ରେ “ଜିସୁର୍ ଗାଗଡ୍ ସଙ୍ଗଇରଇଲା ମୁଆଟର୍ ବଡ୍ ଚାଚଡା ପାକ୍ନା ଆମର୍ ପାଇ କେ ଗୁଚାଇଦେଇସି ତେବେ ?” ବଲି କାତା ଅଇତେରଇଲାଇ ।
ସେବେଲା ସେମନ୍ ସେ ଜାଗା ବିତ୍ରେ ପୁରିକରି ଦେକ୍ଲାବେଲେ ଗଟେକ୍ ବିଜ୍ଲି ପାରା ଜଗ୍ଜଗି ଜାଇତେରଇବା ଦବ୍ ପଚିଆ ପିନ୍ଦିରଇବା ଦାଙ୍ଗ୍ଡା, ଜିସୁର୍ ମଡ୍ ସଙ୍ଗଇରଇଲା ଜାଗାର୍ ଉଜାବାଟେ ବସିରଇଲା । ସେଟା ଦେକି ସେମନ୍ ବେସି ଡରିଜାଇ କାବା ଅଇଗାଲାଇ ।
ଆରି ପାଆରର୍ ମୁଆଟେ ରଇଲା ପାକ୍ନା ଗୁଣ୍ଡ୍ଲିରଇଲାଟା ଦେକ୍ଲାଇ ।
ଆଟର୍ ପର୍ତୁମ୍ ଦିନର୍ ସାକାଲେ ଜୁଲ୍ପୁଲ୍ ଉଜଲ୍ ବେଲାଇ ମଗ୍ଦଲିନି ମରିୟମ୍ ଜିସୁକେ ପାକ୍ନା ସଙ୍ଗ୍ ତିଆର୍ କରି ସଙ୍ଗଇଲା ପାଆରେ ଆସିକରି ଡାବିରଇଲା ପାକ୍ନା ଗୁଚିରଇଲାଟା ଦେକ୍ଲା ।