9 ଜିସୁ ମଲାଟାନେଅନି ଉଟ୍ଲା ଆଟର୍ ପର୍ତୁମ୍ ଦିନର୍ ସାକାଲେ ଜନ୍ ମାଇଜିଟାନେଅନି ଜିସୁ ସାତ୍ଟା ଡୁମାମନ୍କେ କେଦିରଇଲା, ମଗ୍ଦଲିନି ନାଉଁର୍ ମରିୟମ୍କେ ପର୍ତୁମ୍ ଦେକାଇଅଇଲା ।
ସେମନର୍ ବିତ୍ରେ ମଗ୍ଦଲିନି ମରିୟମ୍, ଜାକୁବ୍ ଆରି ଜସେପର୍ ମାଆ ମରିୟମ୍ ଆରି ଜେବଦିର୍ ମାଇଜି ରଇଲାଇ ।
ତେଇ କେତେଟା ମାଇଜିମନ୍ ମିସା କୁର୍ସେ ଅନି ଦୁରିକେ ଟିଆଅଇ ଦେକ୍ତେରଇଲାଇ । ସେମନ୍ ଅଇଲାଇନି, ମଗ୍ଦଲିନି ମରିୟମ୍, ସାନ୍ଟା ଜାକୁବ୍ ଆରି ଜସିର୍ ମା ମରିୟମ୍ ଆରି ସଲମି ।
ଜିସୁକେ ଜନ୍ ଜାଗାଇ ନେଇ ସଙ୍ଗଇ ରଇଲାଇ, ସେ ଜାଗା ମଗ୍ଦଲିନି ମରିୟମ୍ ଆରି ଜସିର୍ ମା ମରିୟମ୍ ଦେକିରଇଲା ।
ସେ ମାଇଜିମନ୍ ବେସି କାବା ଅଇଜାଇ, ତର୍ତରି ଜାଇକରି ସେ ଜାଗାଇଅନି ବାରଇକରି ପାଲାଇଲାଇ ଆରି ସେମନ୍ ବେସି ଡରିଜାଇକରି କାକେ ମିସା କାଇବଲି କଅତ୍ନାଇ ।
ମଗ୍ଦଲିନି ମରିୟମ୍, ଜଆନା, ଜାକୁବର୍ ମାଆ ମରିୟମ୍ ଆରି ତାକର୍ସଙ୍ଗ୍ ରଇଲା ବିନ୍ ମାଇଜିମନ୍ ମିସା କାଇ କାଇଟା ଗଟ୍ଲା, ସେ ସବୁ ବିସଇ ପେରିତ୍ମନ୍କେ କଇଲାଇ ।
ଜନ୍ ମାଇଜିମନ୍ ଡୁମାଦାର୍ଲା ଟାନେଅନି ଆରି ଜର୍ଦୁକା ଟାନେଅନି ନିକ ଅଇରଇଲାଇ, ସେମନ୍ ମିସା ତାର୍ ସଙ୍ଗ୍ ରଇଲାଇ । ମାଇଜିମନର୍ ବିତ୍ରେ ଅନି ମରିୟମ୍ ଜାକେ କି ମଗ୍ଦଲିନି ମରିୟମ୍ ବଲି କଇବାଇ । ଜାର୍ଟାନେଅନି ସାତ୍ଟା ଡୁମା ବାରଇ ଜାଇରଇଲାଇ ।
ଆରି ଏଦେ ଦେକା ! ତେଇ ଦବ୍ପଚିଆ ପିନ୍ଦିରଇବା ଦୁଇଟା ସରଗର୍ ଦୁତ୍ମନ୍ ଜିସୁକେ ଜନ୍ ଜାଗାଇ ସଙ୍ଗଇରଇଲାଇ, ଗଟେକ୍ ଲକ୍ ମୁଣ୍ଡ୍ବାଟେ ଆରିଗଟେକ୍ ଲକ୍ ଗଡ୍ବାଟେ ବସିରଇଲାଟା ଦେକ୍ଲା ।
ଆଟର୍ ପର୍ତୁମ୍ ଦିନର୍ ସଞ୍ଜ୍ବେଲାଇ ଆମେ ସବୁଲକ୍ ମିସି କାଇବାକେ ରୁଣ୍ଡ୍ଲୁ । ପାଉଲ୍ ଲକ୍ମନ୍କେ ମଜାରାତି ଜାକ ଉପ୍ଦେସ୍ ଦେଲା । କାଇକେବଇଲେ ତାର୍ ଆର୍କର୍ ଦିନେ ସେ ଜାଗା ଚାଡି ଜିବାର୍ ରଇଲା ।
ତମର୍ କାମାଇବା ଇସାବେ, ସବୁ ବିସ୍ବାସିମନ୍, ବିସ୍ରାମ୍ ଦିନେ ମଣ୍ଡଲିତେଇ ରୁଣ୍ଡ୍ଲାବେଲେ ଅଲପ୍ ଅଲପ୍ ଡାବୁ ଜମାଇବାର୍ ଆଚେ । ଜେନ୍ତିକି ମୁଇ ଆଇଲାବେଲେ ଆରି ଡାବୁ ତଲ୍ବାକେ ନ ଲାଗେ ।
ଆମେ ମିସିକରି ତାକେ ଆରାଦନା କର୍ବା ମାପ୍ରୁର୍ ଦିନେ, ତାର୍ ଆତ୍ମା ମକେ ଦାରିରଇଲା । ଆରି ଜବର୍ ଅଇତେ ମଇରି ବାଜ୍ଲା ପାରା ମର୍ ପଚ୍ବାଟେ ସୁନ୍ଲି ।