1 କେତେଦିନ୍ ଗାଲା ପଚେ ଜିସୁ ଆରି ତରେକ୍ କପର୍ନାଉମେ ବାଅଡ୍ଲାକେ, ସେ ଗରେ ଆଚେ ବଲି ଆଲା ଅଇଗାଲା ।
ତାର୍ ପଚେ, ସେ ନାଜରିତ୍ ଚାଡି କରି ସବ୍ଲୁନର୍ ଆରି ନପ୍ତାଲିନ୍ ନାଉଁର୍ ଜାଗା ଲଗେ ରଇବା ଗାଡ୍ କଣ୍ଡି ରଇଲା, କପରନାଉମେ ଜାଇ ବାସା କଲା ।
ଜିସୁ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା ନିଜର୍ ଗଡେ ବାଉଡି ଗାଲା ।
ମାତର୍ ସେଲକ୍ ବାରଇ ଜାଇ ଜିସୁ ସୁକଲ୍ କରିରଇବା କବର୍ ଏତେକ୍ ରାଟୁକରି କଇବୁଲ୍ଲାଇ ଜେ, ଜିସୁ ଲକ୍ମନର୍ ଦେକ୍ତେ ଦେକ୍ତେ କନ୍ ଗାଉଁମନ୍କେ ମିସା ଜାଇ ପୁରି ନାପାର୍ଲା । ମାତର୍ ବାଇରେ ଜାଇ ଚିମ୍ରା ଜାଗାମନ୍କେ ରଇଲା । ଅଇଲେ ମିସା ଲକ୍ମନ୍ ଚାରିଦିଗେ ଅନି ତାର୍ ଲଗେ ଆଇବାର୍ଦାର୍ଲାଇ ।
ସେ ଗରେ ଏତେମାଣ୍ଡ୍ ଲକ୍ ଜମ୍ଲାଇ ଜେ, ଦୁଆରେ ମିସା ଟାନ୍ ଦାରିନାପାର୍ଲା, ଆରି ଜିସୁ ସେମନର୍ ଲଗେ ପର୍ମେସରର୍ ବାକିଅ ସୁନାଇବାର୍ ଦାର୍ଲା ।
ପଚେ ଜିସୁ ଗଟେକ୍ ଗରେ ପୁର୍ଲା । ସେଡ୍କି ବେଲେ ଲକ୍ମନ୍ ଆରି ତରେକ୍ ଏତେକ୍ ରୁଣ୍ଡ୍ଲାଇ ଜେ, ସେ ଆରି ତାର୍ ସିସ୍ମନ୍ କାଇବାର୍ ମିସା ନାପାର୍ଲାଇ ।
ଆରି ଜିସୁ ଲକର୍ ମାନ୍ଦା ଚାଡି ଗରେ ପୁର୍ଲାପଚେ ତାର୍ ସିସ୍ମନ୍ ସେ ଉଦାଅରନର୍ ଅରତ୍ କାଇଟା ବଲି ପାଚାର୍ବାର୍ ଦାର୍ଲାଇ ।
ତାର୍ପଚେ ଜିସୁ ସେ ଜାଗା ଚାଡିକରି ସର ଆରି ସିଦନର୍ ସଅରେ ଗାଲା । ତେଇ ଗଟେକ୍ ଗରେ ପୁର୍ଲା । ଜେନ୍ତି କେ ମିସା ସେଟା ନାଜାନତ୍, ଏଟା ସେ ମନ୍ କର୍ତେ ରଇଲା, ମାତର୍ ସେ ନ ଜାନାଇ ଅଇତେ ରଇନାପାର୍ଲା ।
ଜିସୁ ଆରି ତାର୍ ସିସ୍ମନ୍ ଗଟେକ୍ ଗର୍ ବିତ୍ରେ ଗାଲାପଚେ, ଲକ୍ମନ୍ କେ ନଇଲାବେଲେ ତାକେ ପାଚାର୍ଲାଇ, “ଆମେ କାଇକେ ସେ କାରାପ୍ ଆତ୍ମାକେ କେଦି ନାପାର୍ଲୁ ?”
ଜିସୁ ଲକ୍ମନ୍କେ କଇଲା, “ତମେ ସେ ଗାଲା କାତା ଆରିତରେକ୍ କଇସା ବଲି ମୁଇ ଜାନିରଇଲି, ଏ ଅସ ଦେଉ, ନିଜେ ତୁଇ ନିକ ଅ, ଆରି କପର୍ନାଉମେ ଜାଇ ଜାଇଟା ଗଟିଆଚେ ବଲି ଆମେ ସୁନିଆଚୁ, ସେଟା ସବୁ ଏ ଜାଗାଇ, ତର୍ ନିଜର୍ ଜନମ୍ ନଅରେ ମିସା କର୍ ।”
ଆରି ଏଦେ ଦେକା ! ଗଟେକ୍ ଚେରେଙ୍ଗ୍ବାତ୍ ଦାର୍ଲା ମୁନୁସ୍କେ, କେତେଲକ୍ କଟ୍ ମିସ୍ତେ ବଇଆନିକରି, ଗର୍ ବିତ୍ରେ ନେଇ ଜିସୁର୍ ମୁଆଟେ ସଙ୍ଗଉବଲି, ଚେସ୍ଟା କରତେରଇଲାଇ ।
ଜିସୁ ଜିଉଦାଇ ଅନି ଗାଲିଲି ଆଇଲା ଆଚେ ବଲି ସୁନିକରି ଜର୍ ଅଇଲା ପିଲାର୍ ବାବା ତାର୍ ଲଗେ ଗାଲା । ମର୍ବା ସମାନ୍ ଅଇରଇବା ପିଲାକେ ନିମାନ୍ କର୍ବାକେ କପର୍ନାଉମେ ଜୁ ବଲି ଜିସୁକେ ଜୁଆର୍ ବିଆର୍ କଲା ।
ଏନ୍ତାରି ଅଇଲାଟା ଦେକି ସେମନ୍ ସାର୍ଦା ଅଇଗାଲାଇ । କାଇକେବଇଲେ ସେ ବିସ୍ବାସିମନ୍ ତାକର୍ ତାକର୍ ବାସାଇ କାତା ଅଇବାଟା ସେମନ୍ ସୁନ୍ଲାଇ ।