13 ସେ ଆରିତରେକ୍ ସମ୍ଦୁରର୍ କଣ୍ଡିବାଟେ ବାରଇଗାଲା । ବେସି ଲକ୍ମନ୍ ତାର୍ ଲଗେ ଆଇଲାକେ, ଜିସୁ ସେମନ୍କେ ସିକିଆ ଦେବାର୍ ଦାର୍ଲା ।
ଦିନେକ୍ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗରେ ଅନି ବାରଇ ସମ୍ଦୁର୍ କଣ୍ଡି ଗାଲା । ତେଇ ସେ ବସିକରି ସିକାଇବାର୍ ଦାର୍ଲା ।
ଜିସୁ ତେଇଅନି ଉଟି ଜିବାବେଲେ ମାତିଉ ନାଉଁର୍ ଗଟେକ୍ ସିସ୍ତୁ ମାଙ୍ଗୁକେ, ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସିରଇଲାଟା ଦେକି କଇଲା, “ମର୍ ସଙ୍ଗ୍ ଆଉ ।” ମାତିଉ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇଅନି ଉଟି ଜିସୁର୍ ସଙ୍ଗ୍ ଗାଲା ।
ମାତର୍ ସେଲକ୍ ବାରଇ ଜାଇ ଜିସୁ ସୁକଲ୍ କରିରଇବା କବର୍ ଏତେକ୍ ରାଟୁକରି କଇବୁଲ୍ଲାଇ ଜେ, ଜିସୁ ଲକ୍ମନର୍ ଦେକ୍ତେ ଦେକ୍ତେ କନ୍ ଗାଉଁମନ୍କେ ମିସା ଜାଇ ପୁରି ନାପାର୍ଲା । ମାତର୍ ବାଇରେ ଜାଇ ଚିମ୍ରା ଜାଗାମନ୍କେ ରଇଲା । ଅଇଲେ ମିସା ଲକ୍ମନ୍ ଚାରିଦିଗେ ଅନି ତାର୍ ଲଗେ ଆଇବାର୍ଦାର୍ଲାଇ ।
ତାର୍ପଚେ ଜିସୁ ସେ ଜାଗା ଚାଡିକରି ଜିଉଦା ରାଇଜର୍ ସନ୍ଦି ଆରି ଜର୍ଦନର୍ ଆରି ଗଟେକ୍ ବାଟେ ଆଇଲା । ଆରି ସବୁ ବେଲାର୍ ପାରା ଲକ୍ମନ୍ ତାର୍ ଲଗେ ରୁଣ୍ଡ୍ଲାଇ । ଆରି ଜିସୁ ସେମନ୍କେ ପର୍ମେସରର୍ କାତା ସିକାଇଦେଲା ।
ସେ ଗରେ ଏତେମାଣ୍ଡ୍ ଲକ୍ ଜମ୍ଲାଇ ଜେ, ଦୁଆରେ ମିସା ଟାନ୍ ଦାରିନାପାର୍ଲା, ଆରି ଜିସୁ ସେମନର୍ ଲଗେ ପର୍ମେସରର୍ ବାକିଅ ସୁନାଇବାର୍ ଦାର୍ଲା ।
ଜିସୁ ଆରିତରେକ୍ ଗାଲିଲି ସମ୍ଦୁର୍ କଣ୍ଡିଟାନେ ସିକିଆ ଦେବାର୍ ଦାର୍ଲା, ଆରି ଏତେକ୍ ମାଣ୍ଡ୍ ଲକ୍ମନ୍ ତାର୍ ଲଗେ ଟୁଲ୍ଅଇଲାଇଜେ, ସେ ସମ୍ଦୁରେ ରଇବା ଗଟେକ୍ ଡଙ୍ଗାଇ ଜାଇ ବସ୍ଲା, ଆରି ଗୁଲାଇ ଲକ୍ମନ୍ ସମ୍ଦୁର୍ ପାଲିକେ ରଇଲାଇ ।
କାଇକେ ବଇଲେ ଗୁଲାଇ ଲକ୍, ଜିସୁ ସିକାଇଦେବା କାତା ଆରି ସେ କଇତେରଇବା ପଦ୍ମନ୍ ମନ୍ଦିଆନ୍ ଦେଇ ସୁନ୍ତେ ରଇଲାଇ । ତେବର୍ ପାଇ ସେମନ୍ କେନ୍ତାର୍ କର୍ବାର୍ ବଲି ବାଟ୍ ମିଲାଇ ନାପାର୍ତେ ରଇଲାଇ ।
ବେସି ଲକ୍ ଜିସୁର୍ କାତା ସୁନ୍ବାକେ ସବୁ ଦିନ୍ ସାକାଲେ ମନ୍ଦିରେ ଜାଇତେରଇଲାଇ ।