ମାର୍କ 2:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଆରି ପାରୁସିମନ୍ ଉପାସ୍ କର୍ତେ ରଇଲାଇ । ସେବେଲାଇ କେତେଲକ୍ ଆସି ଜିସୁକେ କଇଲାଇ, “ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଆରି ପାରୁସିମନର୍ ସିସ୍ମନ୍ ଉପାସ୍ କର୍ବାଇ, ମାତର୍ ତର୍ ସିସ୍ମନ୍ କାଇକେ ଉପାସ୍ ନ କରତ୍ ?” အခန်းကိုကြည့်ပါ။ |