21 “କେ ନୁଆ ଲୁଗାର୍ ଗର୍ଣ୍ଡା ପୁର୍ନା ଲୁଗାଇ ନ ସିଲାଏ, ସିଲାଇଲେ ନୁଆ ଗର୍ଣ୍ଡା ପୁର୍ନା ଲୁଗାକେ ଅଦିକ୍ ଚିରି ପାକାଇସି, ଆରି ଅଦିକ୍ ବଡ୍ଟା କାଣା କରିଦେଇସି ।
କେ ମିସା ପୁର୍ନା ଲୁଗା କାଣା ଅଇଲାଟାନେ, ନୁଆ ଲୁଗାର୍ ଗର୍ଣ୍ଡା ନ ସିଲାଅତ୍, କାଇକେ ବଇଲେ ନୁଆ ଗର୍ଣ୍ଡା ପୁର୍ନା ଲୁଗାକେ ବେସି ଚିରି ଦେଇସି ।
ମାତର୍ ବେଲା ଆଇସି, ଜେଡେବେଲେ ଲକ୍ମନ୍ ଆସି ତାକର୍ ଲଗେ ଅନି ବିବା ଦାଙ୍ଗ୍ଡାକେ ଦାରିଜିବାଇ, ସେଦିନେ ସେମନ୍ ଉପାସ୍ କର୍ବାଇ ।
ଆରି କେ ନୁଆ ଅଙ୍ଗୁର୍ ରସ୍ ପୁର୍ନା ଚାମ୍ ସଙ୍ଗ୍ ତିଆର୍ କଲା ମୁନାଇ ନ ସଙ୍ଗଅତ୍, ସଙ୍ଗଇଲେ ସେ ଅଙ୍ଗୁର୍ ରସ୍ ଆରି ଚାମ୍ ମୁନା ନସିଜାଇସି । ନାଇ ନୁଆ ଅଙ୍ଗୁର୍ ରସ୍ ନୁଆ ଚାମ୍ ମୁନାଇ ସଙ୍ଗଇବାର୍ ଆଚେ ।”
ଜିସୁ ସେମନ୍କେ ଆରି ଗଟେକ୍ ଉଦାଅରନ୍ ଦେଇ କଇଲା, “କେ ମିସା ପୁର୍ନା ଲୁଗା ପାଟିରଇଲାଟାନେ ନୁଆଲୁଗା ଚିରି ଚାପ୍ ନ ଦେଅତ୍, ଚାପ୍ ଦେଲେ ନୁଆଟା ମିସା ନସିଜାଇସି, ନୁଆ ଲୁଗାର୍ ଚାପ୍ ପୁର୍ନାଟାନେ ନ ମିସେ ।
ଆମ୍କେ ପରିକା ଜାଇ ପରିକା ଆଇସି, ସେଟା ନୁଆ ବିସଇ ନଏଁ । କାଇକେବଇଲେ ସବୁବେଲେ ଏନ୍ତାରି ଲକ୍ମନ୍କେ ପରିକା ଆଇତେରଇସି । ମାତର୍ ପର୍ମେସର୍ ତାର୍ କାତାଇ ଡାଟ୍ ଆଚେ । ଆମ୍କେ ମୁର୍ଚି ନାପାର୍ଲା ପାରା ପରିକା ଅଇବାକେ ସେ ନ ଦେଏ । ପରିକା ଆଇବାବେଲେ ସେ ଆମ୍କେ ବପୁ ମିସା ଦେଇସି ଆରି ତେଇ ଅନି ରକିଆ ପାଇବା ବାଟ୍ ଦେକାଇସି ।