4 ମାତର୍ ଲକ୍ମନ୍ ଚିପାଟେଲା ଅଇରଇଲାଇକେ, ତାକେ ଜିସୁର୍ ଲଗେ ନେଇ ନାପାର୍ଲାଇ । ନାପାରିକରି, ଜିସୁ ଜନ୍ଟାନେ ରଇଲା, ତେଇର୍ ଚାନି ବଡ୍ଟା କାଣାକରି, ରଗିକେ କଟ୍ ମିସ୍ତେ ତାର୍ ମୁଆଟେ ସିଦା ଉତ୍ରାଇଦେଲାଇ ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ମାତର୍ ଚିପାଟେଲାର୍ଲାଗି, ତାକେ ବିତ୍ରେ ନେବାକେ ବାଟ୍ ମିଲେନାଇ । ଏଦେ ଦେକା ! ସେମନ୍ ରଗିକେ ଗର୍ ଉପ୍ରେ ଚଗାଇ ଚାଉନି ଉଜାଡି, କଟ୍ ମିସ୍ତେ ଲକ୍ମନର୍ ମଜାଇ ଜିସୁର୍ ମୁଆଟେ ଉତ୍ରାଇଦେଲାଇ ।