1 ପଚେ ଜିସୁ ଆରି ଗଟେକ୍ ତର୍ ଜିଉଦିମନର୍ ପାର୍ତନା ଗରେ ଗାଲା । ତେଇ ଗଟେକ୍ ଲକ୍ ରଇଲା । ତାର୍ ଗଟେକ୍ ଆତ୍ ସୁକିଜାଇରଇଲା ।
ପଚେ ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ ଗାଲାଇ, ଆରି ବିସ୍ରାମ୍ବାର୍ କେଟ୍ଲାକେ ସେ ଜିଉଦିମନର୍ ପାର୍ତନା ଗରେ ପୁରି, ଲକ୍ମନ୍କେ ସିକାଇବାର୍ ଦାର୍ଲା ।
ଆରି ଗାଲିଲିର୍ ସବୁଟାନେ ବୁଲି ବୁଲି ସେମନର୍ ସବୁ ପାର୍ତନା ଗରେ, ମାପ୍ରୁର୍ କାତା ସୁନାଇଲା, ଆରି ଡୁମା ଦାର୍ଲା ଲକ୍ମନ୍କେ ଚାଡାଇଲା ।
ତେବର୍ପାଇ ପର୍ମେସର୍ ପାଟାଇଲା ନର୍ପିଲା ମୁଇ ବିସ୍ରାମ୍ବାରେ ଲକ୍ମନ୍ କାଇଟା କର୍ବାର୍ ଆଚେ, କାଇଟା କର୍ବାର୍ ନାଇ, ସେଟା କଇବାର୍ ମର୍ ଅଦିକାର୍ ଆଚେ ।”
ସେ ମଣ୍ଡପ୍ ମନର୍ଟାନେ କେତେକ୍ କେତେକ୍ ଜର୍ଦୁକା ଅଇଲା ଲକ୍ମନ୍ ରଇତେ ରଇଲାଇ । ରଗିମନର୍ ବିତ୍ରେଅନି କାଣା, ଚଟା, ଆରି କେତେକ୍ ଅଦୁଆ ରଗିମନ୍ ରଇଲାଇ ।