12 ମାତର୍ ଜିସୁ ଡୁମାମନ୍କେ ତାର୍ ବିସଇନେଇ ବିନ୍ ଲକ୍ମନ୍କେ କାଇ ବଲି ନ କୁଆ ବଲି ଡାଟ୍ସଙ୍ଗ୍ ଆଦେସ୍ ଦେଇତେରଇଲା ।
ତାର୍ ନିଜର୍ ବିସଇ ବିନ୍ ଲକ୍ମନ୍କେ କାଇ ବଲି ନ କୁଆ ବଲି ସେମନ୍କେ ଆଦେସ୍ ଦେଇତେରଇଲା ।
ଜିସୁ ତାକେ କଇଲା, “ସୁନ୍, ତୁଇ କେନ୍ତିଅଇ ନିକ ଅଇଲୁସ୍, ଏ କାତା କାକେ ମିସା କ ନାଇ, ମାତର୍ ସିଦା ପୁଜାରିର୍ ଲଗେ ଜାଇକରି ନିଜ୍କେ ଦେକାଇ ଅ, ଆରି ତୁଇ ନିକ ଅଇ ଆଚୁସ୍ ବଲି ସବୁ ଲକର୍ ଟାନେ ଜାନାଇଅଇବାକେ ମସାର୍ ନିୟମ୍ ଇସାବେ ପର୍ମେସର୍କେ ସର୍ପିଦେସ୍ ।”
ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।
ଜିସୁ ଡୁମାକେ ଦମ୍କାଇ କରି କଇଲା, “ଚୁପ୍ ଅ, ଆରି ଏ ଲକର୍ତେଇ ଅନି ବାର୍ଇ ଜା ।”
ସେଡ୍କିବେଲେ ସେ ବିନ୍ ବିନ୍ ରକାମର୍ ରଗ୍ ଅଇରଇବା ଜବର୍ ରଗି ଲକ୍ମନ୍କେ ନିମାନ୍ କଲା ଆରି ଜବର୍ ଡୁମାମନ୍କେ ଚାଡାଇଲା, ମାତର୍ ସେ ଡୁମାମନ୍କେ କାତା କଇବାକେ ଦେଏନାଇ । କାଇକେବଇଲେ ଡୁମାମନ୍ ଜିସୁ ପର୍ମେସରର୍ ଟାନେଅନି ଆଇଲାଆଚେ ବଲିକରି ଜାନି ରଇଲାଇ ।
ସେ ଦାଙ୍ଗ୍ଡି ବେସି ଦିନ୍ ଦାରି ଏନ୍ତି କଲା । ସାରାସାରିପଚେ ପାଉଲ୍ ବିଜାର୍ ଅଇଲା । ସେ ପଚ୍ବାଟେ ପାସ୍ଲି ଦେକି କାରାପ୍ଆତ୍ମାକେ ଦମ୍କାଇକରି କଇଲା, “ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲିନି, ତାର୍ତେଇଅନି ବାରଇ ଜା ।” ସେ କଇଲା ଦାପ୍ରେ, କରାପ୍ ଆତ୍ମା ତାର୍ତେଇଅନି ବାରଇଗାଲା ।