13 ଜିସୁ ପର୍ବତ୍ ଉପ୍ରେ ଜାଇ, ଜନ୍ ଲକ୍ମନ୍କେ ସେ ମନ୍ କଲା, ସେମନ୍କେ ଲଗେ ଡାକ୍ଲା, ଆରି ସେମନ୍ ତାର୍ ଲଗେ ଆଇଲାଇ ।
ଜିସୁ ଜବର୍ ଲକ୍ମନ୍ ତାର୍ଟାନେ ଆଇବାଟା ଦେକି ଡଙ୍ଗର୍ ଉପ୍ରେ ଜାଇ ବସ୍ଲା । ସିସ୍ମନ୍ ତାକେ ଚାରିବେଡ୍ତି ଗେରି ରଇଲାଇ ।
ସେ ବାର ଲକ୍କେ ବାଚ୍ଲା ଆରି ସେମନ୍କେ ତାର୍ କବର୍ ନେଉ ବଲି ଡାକ୍ଲା । ଜେନ୍ତି ସେମନ୍ ତାର୍ ସଙ୍ଗ୍ ରଇପାରତ୍ ଆରି ସେମନ୍ ତାର୍ କବର୍ ଜାନାଇବାଇ,
ପଚେ ସେ ଚାରିବେଡ୍ତିର୍ ଗାଉଁ ମନ୍ ବୁଲି ବୁଲି ସିକିଆ ଦେବାର୍ ଦାର୍ଲା । ଏତ୍କି ବିତ୍ରେ ସେ ବାରଟା ସିସ୍ମନ୍କେ ଲଗେ ଡାକି, ଦୁଇ ଦୁଇ ଲକ୍କେ ପାଟାଇବାର୍ ଆରାମ୍ କଲା, ସେମନ୍କେ ଡୁମାମନ୍କେ ଚାଡାଇବାକେ ଅଦିକାର୍ ଦେଲା ।
ପଚେ ଜିସୁ ବାର୍ଟା ସିସ୍ମନ୍କେ ରୁଣ୍ଡାଇକରି, ସେମନ୍କେ ସବୁ ଡୁମା ଚାଡାଇବାକେ, ରଗ୍ ନିକ କର୍ବାକେ ବପୁ ଆରି ଅଦିକାର୍ ଦେଲା ।
ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗଟେକ୍ ଡଙ୍ଗର୍ ଉପ୍ରେ ଜାଇ ବସ୍ଲା ।