20 ପଚେ ଜିସୁ ଗଟେକ୍ ଗରେ ପୁର୍ଲା । ସେଡ୍କି ବେଲେ ଲକ୍ମନ୍ ଆରି ତରେକ୍ ଏତେକ୍ ରୁଣ୍ଡ୍ଲାଇ ଜେ, ସେ ଆରି ତାର୍ ସିସ୍ମନ୍ କାଇବାର୍ ମିସା ନାପାର୍ଲାଇ ।
ମାତର୍ ସେଲକ୍ ବାରଇ ଜାଇ ଜିସୁ ସୁକଲ୍ କରିରଇବା କବର୍ ଏତେକ୍ ରାଟୁକରି କଇବୁଲ୍ଲାଇ ଜେ, ଜିସୁ ଲକ୍ମନର୍ ଦେକ୍ତେ ଦେକ୍ତେ କନ୍ ଗାଉଁମନ୍କେ ମିସା ଜାଇ ପୁରି ନାପାର୍ଲା । ମାତର୍ ବାଇରେ ଜାଇ ଚିମ୍ରା ଜାଗାମନ୍କେ ରଇଲା । ଅଇଲେ ମିସା ଲକ୍ମନ୍ ଚାରିଦିଗେ ଅନି ତାର୍ ଲଗେ ଆଇବାର୍ଦାର୍ଲାଇ ।
କେତେଦିନ୍ ଗାଲା ପଚେ ଜିସୁ ଆରି ତରେକ୍ କପର୍ନାଉମେ ବାଅଡ୍ଲାକେ, ସେ ଗରେ ଆଚେ ବଲି ଆଲା ଅଇଗାଲା ।
ଆରି ଇସ୍କାରିୟତିୟ ଜିଉଦା, ଜେ କି ଜିସୁକେ ସତ୍ରୁକେ ସର୍ପି ଦେଇରଇଲା ।
ସେଡ୍କିବେଲେ ଜିସୁ ସିସ୍ମନର୍ ସଙ୍ଗ୍ ଲକ୍ମନର୍ଟାନେଅନି ବେଗ୍ଲି କରି, ସମ୍ଦୁର୍ କଣ୍ଡିବାଟେ ବାରଇ ଗାଲା । ଆରି ଗାଲିଲି ଅନି ବେସି ଲକ୍ ତାର୍ ପଚେ ପଚେ ଆଇଲାଇ, ଆରି ଜିଉଦା,
ସେଡ୍କିବେଲେ ଚିପାଟେଲା ରଇଲାକେ, ଲକ୍ମନ୍ ଜେନ୍ତିକି ଉପ୍ରେ ଡାବି ନ ଅଅତ୍, ତେବର୍ ପାଇ ଜିସୁ ସିସ୍ମନ୍କେ ତାର୍ପାଇ ଗଟେକ୍ ସାନ୍ଟା ଡଙ୍ଗା ଆନି ଜାଗାଇବାକେ ତିଆର୍ଲା ।
ସେଡ୍କି ବେଲେ ଜିସୁ ସେମନ୍କେ କଇଲା, “ତମେମନ୍ ମର୍ସଙ୍ଗ୍ ଆସା ଆମେ ଗଟେକ୍ କିନରା ଜାଗାଇ ଜାଇ ଚନେକ୍ ବିସ୍ରାମ୍ କରୁ ।” କାଇକେବଇଲେ କେତେକ୍ କେତେକ୍ ଲକ୍ ଆସ୍ ଜା ଅଇତେରଇଲାଇଜେ ସେମନ୍କେ କାଇବାକେ ମିସା ସୁଜଗ୍ ନ ମିଲ୍ତେ ରଇଲା ।
ଆରି ଜିସୁ ଲକର୍ ମାନ୍ଦା ଚାଡି ଗରେ ପୁର୍ଲାପଚେ ତାର୍ ସିସ୍ମନ୍ ସେ ଉଦାଅରନର୍ ଅରତ୍ କାଇଟା ବଲି ପାଚାର୍ବାର୍ ଦାର୍ଲାଇ ।
ଜିସୁ ଆରି ତାର୍ ସିସ୍ମନ୍ ଗଟେକ୍ ଗର୍ ବିତ୍ରେ ଗାଲାପଚେ, ଲକ୍ମନ୍ କେ ନଇଲାବେଲେ ତାକେ ପାଚାର୍ଲାଇ, “ଆମେ କାଇକେ ସେ କାରାପ୍ ଆତ୍ମାକେ କେଦି ନାପାର୍ଲୁ ?”
ଆରି ଜିସୁ ପେରିତ୍ମନର୍ ସଙ୍ଗ୍ ଉତ୍ରିକରି, ଗଟେକ୍ ସଦ୍ରମ୍ ରଇଲା ଜାଗାଇ ଟିଆଅଇଲା । ଆରି ତେଇ ତାର୍ ବେସି ସିସ୍ମନ୍, ଜିଉଦା ରାଇଜର୍ ବେସି ଲକ୍, ଜିରୁସାଲାମ୍ ଆରି ସମ୍ଦୁର୍ ପାଲି ରଇବା ସର ଆରି ସିଦନ୍ ସଅରେଅନି ବେସି ଲକ୍ମନ୍ ରୁଣ୍ଡିରଇଲାଇ ।