24 ଜଦି ଗଟେକ୍ ରାଇଜ୍ ଦୁଇ ବାଗ୍ ଅଇ ନିଜର୍ ବିରୁଦେ ଉଟ୍ସି, ତେବେ ସେ ରାଜିଅ ବେସିଦିନ୍ ନ ରଏ ।
ଜିସୁ ତାକର୍ ମନର୍ କାତା ଜାନି ସେମନ୍କେ କଇଲା, ଗଟେକ୍ ରାଇଜର୍ ଲକ୍ ବିନ୍ବିନ୍ ଦଲେ ବାଗ୍ ଅଇ ନିଜର୍ ନିଜର୍ ବିତରେ ଲାଗାଲାଗି ଅଇଲେ, ସେ ଦେସ୍ ବେସି ଦିନ୍ ନ ରଏ । କନ୍ଆଲେ ସଅର୍ ନଇଲେ ଗର୍ ବିତ୍ରେ ବିନ୍ ବିନ୍ ଦଲ୍ ଗଡିକରି ଲାଗାଜଡା ଅଇଲେ ସେମନ୍ ଦାପ୍ରେସେ କୁରୁପ୍ନାସ୍ ଅଇଜିବାଇ ।
ସେଡ୍କିବେଲେ ଜିସୁ ସାସ୍ତର୍ ସିକାଉମନ୍କେ ଲଗେଡାକି ଉଦାଅରନ୍ ଦେଇ କଇଲା, “ସଇତାନ୍ କେନ୍ତି ସଇତାନ୍କେ ଚାଡାଇ ପାର୍ସି ?
ଗଟେକ୍ ଗର୍ ବାଗ୍ ଅଇ ନିଜର୍ ବିରୁଦେ ଉଟ୍ସି, ତେବେ ସେ ଗର୍ ବେସି ଦିନ୍ ନ ରଏ ।
ଏ ବାବା ତମେ ଜେନ୍ତାରି ମର୍ଟାନେ ମିସି ଗଟେକ୍ ଅଇଆଚାସ୍, ଆରି ମୁଇ ତମର୍ଟାନେ ମିସିକରି ଗଟେକ୍ ଅଇଆଚି । ସେନ୍ତାରିସେ ସେମନ୍ ମିସା ସେମନର୍ ବିତ୍ରେ ମିସିକରି ଗଟେକ୍ ଅଇ ରଇବାକେ ମୁଇ ପାର୍ତନା କଲିନି । ଜେନ୍ତିକି ତମେସେ ମକେ ପାଟାଇ ଆଚାସ୍ ବଲି ଏ ଦୁନିଆ ବିସ୍ବାସ୍ କର ।