25 ଗଟେକ୍ ଗର୍ ବାଗ୍ ଅଇ ନିଜର୍ ବିରୁଦେ ଉଟ୍ସି, ତେବେ ସେ ଗର୍ ବେସି ଦିନ୍ ନ ରଏ ।
ଜଦି ଗଟେକ୍ ରାଇଜ୍ ଦୁଇ ବାଗ୍ ଅଇ ନିଜର୍ ବିରୁଦେ ଉଟ୍ସି, ତେବେ ସେ ରାଜିଅ ବେସିଦିନ୍ ନ ରଏ ।
ସେନ୍ତାର୍ସେ ସଇତାନ୍ ଜଦି ବାଗ୍ ଅଇ ନିଜର୍ ବିରୁଦେ ଉଟ୍ସି, ତେବେ ସେ ତବିର୍ ଅଇ ରଇ ନାପାରେ, ମାତର୍ ତାର୍ ବିନାସ୍ ଗଟ୍ସି ।
ମାତର୍ ତମେ ଜଦି କିରମାର ଅଇ ତମର୍ ବିତ୍ରେ ଚାବାକାତ୍ରା ଅଇସା, ତେବେ ଜାଗ୍ରତ୍, ଜେନ୍ତିକି ତମର୍ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ମାରି ନସ୍ଟ ନ ଉଆ ।
ଜନ୍ ଜାଗାଇ ଲକ୍ମନର୍ ବିତ୍ରେ ଇଁସା, ଆରି ନିଜର ବିସଇସେ ଚିନ୍ତା କର୍ବାଟା ରଇଲେ, ସେ ଜାଗାଇ ଲାଗାଲାଗି ଆରି ସବୁ ରକାମର୍ କାରାପ୍ କାମ୍ ରଇସି ।