26 ସେନ୍ତାର୍ସେ ସଇତାନ୍ ଜଦି ବାଗ୍ ଅଇ ନିଜର୍ ବିରୁଦେ ଉଟ୍ସି, ତେବେ ସେ ତବିର୍ ଅଇ ରଇ ନାପାରେ, ମାତର୍ ତାର୍ ବିନାସ୍ ଗଟ୍ସି ।
ତେଇ ଜିସୁ ତାକେ କଇଲା “ମର୍ଟାନେଅନି ଦୁର୍ ଅ ସଇତାନ୍, ସାସ୍ତରେ ଲେକା ଆଚେ, ତୁଇ ପର୍ମେସର୍କେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।”
ଗଟେକ୍ ଗର୍ ବାଗ୍ ଅଇ ନିଜର୍ ବିରୁଦେ ଉଟ୍ସି, ତେବେ ସେ ଗର୍ ବେସି ଦିନ୍ ନ ରଏ ।