ମାର୍କ 3:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ଜେକି ସୁକଲ୍ଆତ୍ମାର୍ ବିରୁଦେ ନିନ୍ଦା କାତା କଇସି, ତାକେ କନ୍ କାଲେ ମିସା ପର୍ମେସର୍ କେମା ନ ଦେଏ, ଆରି ସେ ନ ସାର୍ବା ପାପର୍ ଦସି ଅଇସି ।” အခန်းကိုကြည့်ပါ။ |
ସେମନ୍ ସମ୍ଦୁରର୍ ଲଅଡି ଜେନ୍ତି ପେପୁଲ୍ ବାର୍କର୍ସି, ସେ ପେପୁଲ୍ପାରା ତାକର୍ ଲାଜର୍ ଚଲାଚଲ୍ତି ଡିସ୍ସି । ଆକାସର୍ କେତେକ୍ କେତେକ୍ ତାରାମନ୍ ଜେନ୍ତି ତାକର୍ ପାଇ ରଇବା ଜାଗାଇ ନ କିନ୍ଦ୍ରିକରି ବିନ୍ବାଟେ ବୁଲ୍ତେରଇବାଇ, ସେମନ୍ ସମାନ୍ ସେନ୍ତାରିସେ । ପର୍ମେସର୍ ସେମନର୍ପାଇ ଗଟେକ୍ ବଡ୍ ଗଇରି ରଇବା ଆନ୍ଦାରର୍ ଜାଗା ସଙ୍ଗଇଆଚେ । ଜନ୍ତିକି ସେମନ୍ ସବୁଦିନର୍ପାଇ ରଇବାଇ ।
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।