3 ଜନ୍ ଲକର୍ ଆତ୍ ସୁକି ଜାଇରଇଲା, ତାକେ ଜିସୁ କଇଲା, “ଆଉ ମଜାଇ ଟିଆ ଅ ।”
ତେଇ ଆତ୍ ସୁକିଜାଇରଇଲା ଗଟେକ୍ ଲକ୍ ରଇଲା । ଜିସୁର୍ ଦସ୍ ଦାର୍ବାକେ ପାରୁସିମନ୍ ଗଟେକ୍ ଦଲଅଇ ତେଇ ଜାଗି ରଇଲାଇ । ସେଟାର୍ପାଇ ସେମନ୍ ଜିସୁକେ ପାଚାର୍ଲାଇ, “ବିସ୍ରାମ୍ବାରେ ନିମାନ୍ କର୍ବାଟା ଆମର୍ ନିୟମର୍ ବିରଦ୍ ନଏଁ କି ?”
ଜିସୁ କେଜାନେ ବିସ୍ରାମ୍ ବାରେ ନିମାନ୍ କର୍ସି ବଲି, ସେମନ୍ ଆଁକି ନ ମରାଇତେ ଦେକ୍ତେରଇଲାଇ, କାଇକେବଇଲେ ଜେନ୍ତିକି ତାର୍ ବିରୁଦେ ଦସ୍ ଦାରିପାର୍ବାଇ ।
ଆରି ଜିସୁ ଲକ୍ମନ୍କେ ପାଚାର୍ଲା, “ ବିସ୍ରାମ୍ବାରେ କାଇଟା କର୍ବା ନିଅମ୍ ? ନିକ କର୍ବାର୍ କି ଆସାର୍ କର୍ବାର୍ ? ଜିବନ୍ ବଁଚାଇବାର୍ କି ମରାଇଦେବାର୍ ?” ମାତର୍ ସେମନ୍ କାଇଟା ନ କଇ ଚିମ୍ରାଅଇ ରଇଲାଇ ।
ମାତର୍ ଜିସୁ ତାକର୍ ମନେ ବାବ୍ଲାଟା ଜାନିକରି, ଜନ୍ ଲକର୍ ଆତ୍ ସୁକିଜାଇରଇଲା, ତାକେ କଇଲା, “ଉଟ୍ ଆରି ସବୁଲକର୍ ମୁଆଟେ ଟିଆ ଅ ।” ଆରି ସେଲକ୍ ଉଟି ଟିଆଅଇଲା ।
ବେଲ୍ ରଇତେସେ ମକେ ପାଟାଇରଇବା ପର୍ମେସରର୍ କାମ୍ ଆମେ କର୍ବାର୍ ଆଚେ । ଏନ୍ତି ଆନ୍ଦାର୍ ଆଇଲାନି ସେ ବେଲାଇ କେ ମିସା କାଇ କାମ୍ କରି ନାପାରତ୍ ।
ସେଟାର୍ପାଇ ଏ ମର୍ ଆଲାଦର୍ ବାଇବଇନିମନ୍, ଡାଁଟ୍ ଅଇକରି ରୁଆ । ମାପ୍ରୁ ଜିସୁକିରିସ୍ଟର୍ ସେବା କାମ୍ ଆବଡ୍ ଅଇକରି କରା । କାଇକେବଇଲେ ତମେ ଜାନାସ୍, ତାର୍ପାଇ ଜନ୍ କାମ୍ ସବୁ କର୍ସା, ସେଟା ସବୁ ଲଡାକେ ଆଇସି ।
ସେଟାର୍ ପାଇ ଆମେ ନିକ କାମ୍ କରି ଲାଗି ରଇବୁ। କାଇକେ ବଇଲେ ନ ତାକ୍ଲେ ସେ ସମାନ୍ ବେଲାଇ ପସଲ୍ ପାଇବାର୍ ଅଇସି ।
ମୁଇ ବନ୍ଦିଗରେ ରଇଲାର୍ପାଇ, ଇତି ରଇବା କେତେକ୍ କେତେକ୍ ବିସ୍ବାସି ବାଇବଇନିମନ୍କେ ମାପ୍ରୁ ବପୁ ଦେଲାଆଚେ । ପର୍ମେସରର୍ ବାକିଅ ନ ଡର୍ତେ ଜାନାଇବାକେ ସେମନ୍କେ ଏବେ ସାଆସ୍ ଆଚେ ।
କିରିସ୍ଟ ନିଜର୍ ଗାଗ୍ଡେ ଦୁକ୍କସ୍ଟ ମୁର୍ଚିକରି ଜେନ୍ତାରି ଚିନ୍ତା କର୍ତେ ରଇଲା, ତମେମିସା ସେନ୍ତାରି ଚିନ୍ତାକରି ଡାଟ୍ ଉଆ । କାଇକେବଇଲେ ଜେ ଗାଗ୍ଡେ ଦୁକ୍କସ୍ଟ ମୁରଚ୍ସି, ସେ ଆରି ପାପ୍ କର୍ବାକେ ମନ୍ ନ କରେ ।