31 ସେଡ୍କିବେଲେ ଜିସୁର୍ ମା ଆରି ବାଇମନ୍ ଆସି ବାଇରେ ଟିଆ ଅଇ ଜିସୁକେ ଡାକାଇପାଟାଇଲାଇ ।
“ ଜିସୁକେ କାଇବାକେ ମିସା ବେଲା ନାଇ ।” ବଲି କଇ ତାକର୍ ଗରର୍ ଲକ୍ ସୁନି, ତାକେ ଗରେ ଡାକିନେବାକେ ଆଇଲାଇ । କାଇକେବଇଲେ ସେମନ୍ କଇଲାଇ, “ତାର୍ ବୁଦି ବାନାଅଇଗାଲାନି ।”
ତାକେ କାରାପ୍ ଆତ୍ମା ଲାଗିଆଚେ ବଲି ସାସ୍ତର୍ ସିକାଉମନ୍ କଇଲାଇକେ, ଜିସୁ ଏନ୍ତାରି କଇଲା ।
ତେଇ ତାର୍ ଚାରିବେଡ୍ତି ବସି ରଇବା ଲକ୍ମନ୍ ତାକେ କଇଲାଇ, “ଦେକା, ତମର୍ ମାଆ ଆରି ବାଇ ବଇନି ବାଇରେ ରଇ ତମ୍କେ କଜ୍ଲାଇନି ।”