6 ତେଇଅନି ପାରୁସିମନ୍ ସେ ଜାଗାଇଅନି ଦାପ୍ରେ ବାରଇ ଜାଇ ଜିସୁକେ ମରାଉ ବଲି ତାର୍ ବିରୁଦେ ଏରଦ୍ ରାଜାର୍ ଲକ୍ମନର୍ସଙ୍ଗ୍ ଉପାଇ ପାଁଚ୍ବାର୍ ଦାର୍ଲାଇ ।
ତାର୍ପଚେ ପାରୁସିମନ୍ ସେ ଜାଗାଇଅନି ବାରଇ ଉଟିଜାଇ ଜିସୁକେ ମରାଇବାକେ ଜଜ୍ନା କଲାଇ ।
ସେମନ୍ ତାକର୍ କେତେଟା ସିସ୍ମନ୍କେ ଆରି ଏରଦର୍ ଦଲେଅନି କେତେଟା ଲକ୍ମନ୍କେ ଜିସୁର୍ ଲଗେ ପାଟାଇଲାଇ । ଏମନ୍ ଆସି ଜିସୁକେ ପାଚାର୍ଲାଇ, “ଗୁରୁ, ତମେ ସତ୍ କଇସା ଆରି ପର୍ମେସରର୍ ସତ୍ ବିସଇ ସିକିଆ ଦେବାଟା ଆମେ ଜାନୁ । ତମେ ମୁନୁସ୍ମନର୍ ମର୍ଜିତାକେ କାତୁର୍ କରାସ୍ ନାଇ । ଲକ୍ମନ୍ କାଇ ବଲି ବାବ୍ବାଇ ବଲି ଚିନ୍ତା କରାସ୍ ନାଇ ।
ତାର୍ପଚେ ଜିସୁକେ ତାର୍ କାତାଇ ବୁଲ୍ ଦାର୍ବାକେ ଜିଉଦି ନେତାମନ୍ କେତେଟା ପାରୁସି ଦଲର୍ ଲକ୍ମନ୍କେ ଆରି ଏରଦ୍ ରାଜାର୍ କେତେଟା ଲକ୍ମନ୍କେ ତାର୍ ଲଗେ ପାଟାଇଲାଇ ।
ଜିସୁ ସେମନ୍କେ ଜାଗ୍ରତ୍ କରାଇ କଇଲା, “ପାରୁସିମନର୍ ଆରି ଏରଦର୍କମିର୍ ଅନି ତରିକ୍ନା ଅଇ ରୁଆ ।”
ଆରି ମୁକିଅ ପୁଜାରିମନ୍, ସାସ୍ତର୍ ସିକାଉମନ୍ ଲକ୍ମନ୍କେ ଡର୍ତେ ରଇଲାଇ । ଜିସୁକେ କେନ୍ତି ଲୁଚ୍ତେ ମରାଉଁ ? ବଲି ବାଟ୍ କଜ୍ତେ ରଇଲାଇ ।
ମାତର୍ ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ରିସା ଅଇଗାଲାଇ ଆରି ଜିସୁର୍ ବିରୁଦେ “କାଇଟା କରୁ ?” ବଲି ତାକର୍ ତାକର୍ ବିତ୍ରେ ନିଆଇ କଲାଇ ।
ତେବର୍ପାଇ ସେ ଦିନେଅନି ଜିଉଦିନେତାମନ୍ ଜିସୁକେ ମରାଇବାକେ ପାଁଚ୍ନା କଲାଇ ।
ତମେ ସୁକଲ୍ ଆତ୍ମାଇଅନି ଆମର୍ ଆନିଦାଦିମନର୍ ଆରି ତମର୍ ଦାଙ୍ଗ୍ଡା ଦାଉଦର୍ ଟଣ୍ଡେଅନି ଏ କାତା ସୁନାଇ ରଇଲାସ୍ । ସେ କଇରଇଲା, ଜିଉଦି ନଇଲା ଲକ୍ମନ୍ କାଇକେ ରିସା ଅଇଲାଇ ? ଲକ୍ମନ୍ କାଇକେ ଚୁଚାଇ ସଡ୍ଜଁତର୍ କଲାଇ ?