13 ଜିସୁ ସେମନ୍କେ କଇଲା, “ଏ ଉଦାଅରନର୍ ଅରତ୍ ତମେ ବୁଜାସ୍ ନାଇ କି ? ତେବେ ବିନ୍ ଉଦାଅରନର୍ ଅରତ୍ କେନ୍ତି ବୁଜ୍ସା ?
ଆରି ସେ କେତେକ୍ କେତେକ୍ ବିସଇ, ଉଦାଅରଣ୍ ଦେଇ, ସିକାଇତେ ରଇଲା । ସେ କଇଲା, “ଗଟେକ୍ ଚାସି ତରେକ୍ ବିଅନ୍ ବୁନ୍ବାର୍ ବାରଇଲା ।
ଚାସି ପର୍ମେସରର୍ ବାକିଅ ବୁନ୍ସି,
ସେବେଲେ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବକୁଆ ଲକ୍ମନ୍, ବବିସତ୍ବକ୍ତାମନ୍ କଇଲା କାତା ବିସ୍ବାସ୍ କର୍ବାକେ କାଇକେ ଜାଗ୍ରତ୍ ଉଆସ୍ ନାଇ ?
ମୁଇ ଜେତ୍କି ଲକ୍କେ ଆଲାଦ୍ କଲିନି, ସେ ଲକ୍ମନ୍କେ ଦମ୍କାଇ କରି ଡଣ୍ଡ୍ ଦେଲିନି । ତେବର୍ପାଇ ତମର୍ ପାପେଅନି ବାଉଡା । ଜେନ୍ତାରି କି ସତ୍ ବାବେ ମର୍ବାଟେ ଆଇସା ।