16 ସେନ୍ତାର୍ ସେ, ଜନ୍ଲକ୍ମନ୍ ବାକିଅ ସୁନ୍ଲା ଦାପ୍ରେ ସାର୍ଦା ଅଇ ସେଟା ମାନ୍ବାଇ, ସେଲକ୍ ପାକ୍ନା ରଇବା ଜାଗାଇ ଅଦର୍ଲା ବିଅନ୍ ପାରା ।
ଆରି ଅଦେକ୍ ମାଟି ଉନାରଇ ଜବର୍ ପାକ୍ନା ରଇବା ପଦାଇ ଅଦର୍ଲା । ତେଇ ମାଟି ବଉଲ୍ ନ ରଇଲାଜେ ଦାପ୍ରେ ଆଁକ୍ରି ଗାଜା ଅଇଲା ।
ଜନ୍ଲକ୍ମନ୍ ସୁନ୍ବାଇ ଆରି ସୁନ୍ଲା ଦାପ୍ରେ, ସଇତାନ୍ ଆସି ସେମନ୍ର୍ ଟାନେଅନି ବୁନିରଇବା ବାକିଅ ଜିକି ନେଇସି, ସେମନ୍ ବୁନିରଇବା ବାଟ୍ଲଗର୍ ବିଅନ୍ ପାରା ।
ମାତର୍ ସେମନର୍ ଟାନେ ଚେର୍ ନ ବେଦିରଏଜେ ଚନେକର୍ପାଇ ବିସ୍ବାସ୍ କରି ରଇବାଇ, ପଚେ ବାକିଅର୍ଲାଗି କସ୍ଟ କି ତାଡ୍ନା ଆଇଲେ, ସେ ଦାପ୍ରେ ବିସ୍ବାସ୍ ଚାଡି ଦେବାଇ ।
କାଇକେବଇଲେ ଏରଦ୍ ଜଅନ୍କେ ଗଟେକ୍ ଦରମ୍ ଆରି ସୁକଲ୍ ଲକ୍ ବଲି ଜାନି ଡର୍ତେ ରଇଲା, ଆରି ତାକେ ରକିଆ କର୍ବାକେ ଚେସ୍ଟା କର୍ତେରଇଲା । ଜେଡେବେଲେ ମିସା ତାର୍ କାତା ସୁନ୍ତେରଇଲା, ବେସି କିଲ୍ବିଲ୍ ଅଇତେରଇଲା । ଏଲେମିସା ସେଟା ସାର୍ଦା ସଙ୍ଗ୍ ସୁନ୍ତେରଇଲା ।
ପାକ୍ନାବାଡି ବୁଏଁ ଅଦର୍ଲା ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ସେମନ୍ ବାକିଅ ସୁନି ସାର୍ଦାସଙ୍ଗ୍ ମାନ୍ବାଇ, ମାତର୍ ସେମନ୍କେ ଚେର୍ ନ ରଇଲାର୍ପାଇ ବଲି ଚନେକ୍ ବିସ୍ବାସ୍ କର୍ବାଇ ଆରି କାଇଆଲେ ପରିକା ବେଲାଇ ବିସ୍ବାସ୍ ଚାଡିଦେବାଇ ।
ଜଅନ୍ ଗଟେକ୍ ବତିପାରା ଲାଗିକରି ଅଲପର୍ ପାଇ ଉଜଲ୍ ଦେଇତେରଇଲା । ଆରି ତମେ ସେ ଉଜଲ୍, ଅଲପ୍ ଦିନର୍ ପାଇ ପାଇକରି ସାର୍ଦା ଅଇରଇଲାସ୍ ।
ଆଗ୍ରିପା ପାଉଲ୍କେ କଇଲା, “ଏ ଅଲପ୍ ବେଲା ବିତ୍ରେ ତୁଇ କାଇ ମକେ ବିସ୍ବାସି କରିଦେବି ବଲି ବାବ୍ଲୁସ୍ନି କି ?”
ସିମନ୍ ନିଜେ ପିଲିପ୍ ଜାନାଇରଇବା ମାପ୍ରୁର୍ ବାକିଅ ସୁନି ବିସ୍ବାସ୍ କଲା । ଆରି ପିଲିପ୍ ତାକେ ଡୁବନ୍ ଦେଲା । ସେ ପିଲିପର୍ ସଙ୍ଗ୍ ସବୁଜାଗାଇ ଜିବାର୍ ଦାର୍ଲା । ପିଲିପ୍ କରିରଇବା କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ଦେକିକରି ସେ କାବା ଅଇଜାଇତେରଇଲା ।