ମାର୍କ 4:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଆରି ଜନ୍ଲକ୍ମନ୍ ବାକିଅ ସୁନ୍ବାଇ, ମାତର୍ ତାର୍ ଦିନ୍କର୍ ବିସଇର୍ ଚିନ୍ତା, ଦନର୍ ମାୟା ଆରି ବିନ୍ ବିନ୍ ବିସଇର୍ ଲାଲ୍ସାଟାନେ ପୁରିକରି ମାପ୍ରୁର୍ ବାକିଅକେ ଚାପିପାକାଇସି, ତେଇ ମାପ୍ରୁର୍ ବାକିଅ ନିକ କାମ୍ ନ କରେ । အခန်းကိုကြည့်ပါ။ |