ମାର୍କ 4:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ସେନ୍ତାରି ଅଦେକ୍ ଲକ୍ମନ୍ ବିଅନ୍ ବୁନିରଇବା କାଟାଲାଟା ବୁଇଁ ପାରା । အခန်းကိုကြည့်ပါ။ |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
ତମେ ଗଟେକ୍ତେଇ ରୁଣ୍ଡିକରି ମିସି କାଇଲାବେଲେ, ତମର୍ ସଙ୍ଗ୍ ସେମନ୍ ଲାଜ୍ ଲାଗ୍ବା କାମ୍ କଲେ ମିସା ସେମନ୍ ତମର୍ ମୁଆଟେ ଲାଜ୍ ନ ଅଇକରି ସାଆସ୍ ସଙ୍ଗ୍ କାଇଲାଇନି । ମେଣ୍ଡାମନ୍କେ ନ ଚାରାଇ ନିଜେ ଚାରାଇଅଇଲା ଗଉଡ୍ ପାରା ଅଇଲାଇନି । ପବନ୍ ଆଇଲେ ଉଡାଇନେବା ପାନି ନ ମାର୍ବା ବାଦଲ୍ପାରା ଏମନ୍ ଆଚତ୍ । ପଲ୍ ଦେବା ବେଲାଇ କାଇପଲ୍ ନ ରଇବା ଗଚ୍ ଜେନ୍ତାରି ଉପାଡିକରି ସୁକ୍ବାକେ ଚାଡ୍ଲାପାରା, ସେନ୍ତାରି ଅଇ ସେମନ୍ ଆଚତ୍ ।