20 ବାକିଲକ୍ମନ୍ ବାକିଅ ସୁନି ସେଟା ମାନ୍ବାଇ ଆରି ତିରିସ୍ ଗୁଣ୍, ସାଟେ ଗୁଣ୍ ଆରି ସଏ ଗୁଣ୍ ପଲ୍ ଦେବାଇ, ସେମନ୍ ବିଅନ୍ ଅଦ୍ରି ରଇବା ନିକ ବୁଇଁ ପାରା ।”
ଜନ୍ଲକ୍ମନ୍ ବାକିଅ ସୁନି ନିକକରି ବୁଜ୍ବାଇ, ନିକ ପଦାଇ ଅଦ୍ରିରଇବା ବିଅନର୍ ପାରା । ସେମନ୍ ନିକ ପସଲ୍ ଲାବ୍ କର୍ବାଇ କେ ସଏ ପୁଟିଅନି ଅଦିକ୍, କେ ସାଟେ ପୁଟିଅନି ଅଦିକ୍, କେ ତିରିସ୍ ପୁଟିଅନି ଅଦିକ୍ ପସଲ୍ ପାଚାଇବାଇ ।”
ମାତର୍ ଆରି ବାକି ସବୁ ବିଅନ୍ ନିକ ବୁଏଁ ଅଦ୍ରି ବୁଟା ଅଇ ବଡିକରି ପଲ୍ ଦାର୍ଲା । କେତେଟା ବୁଟାଇ ତିରିସ୍ ବାଗ୍, ସାଟେ ବାଗ୍, ଆରି ସଏ ବାଗ୍ ଅନି ଅଦିକ୍ ପଲ୍ଦାର୍ଲା ।”
ମାତର୍, ଆରି କେତେକ୍ ବିଅନ୍ ନିକ ବୁଏଁ ଅଦର୍ଲା ଆରି ଗାଜା ଅଇ ଉଟି ବଡିକରି ତିରିସ୍ ଗୁଣ୍ ସାଟେ ଗୁଣ୍ ଆରି ସଏ ଗୁଣ୍ ଜାକ ପସଲ୍ ଦେଲା ।”
ଆରି ନିମାନ୍ ବୁଏଁ ଅଦର୍ଲା, ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ଜନ୍ ଲକ୍ମନ୍ କି ନିମାନ୍ ଆରି ଦରମ୍ ମନେ ବାକିଅ ସୁନିକରି ସେଟା ଡାଟ୍ ସଙ୍ଗ୍ ଦାରି ସଙ୍ଗଇବାଇ ଆରି ଜାଗିରଇକରି ପଲ୍ପଲ୍ବାଇ ।”
ତମେ ମକେ ବାଚାସ୍ ନାଇ, ମାତର୍ ମୁଇ ତମ୍କେ ବାଚ୍ଲି ଆଚି । ଆରି ଜାଇକରି ଅଦିକ୍ ଅଦିକ୍ ପଲ୍ ଦାର୍ବାକେ ତମ୍କେ ଦାଇତ୍ ଦେଲି । ତମର୍ ପଲ୍ ସବୁ ଦିନର୍ ପାଇ ରଇସି । ତେବେ ତମେ ମର୍ ନାଉଁ ଦାରି ବାବାକେ କାଇଟା ମାଙ୍ଗ୍ଲେ ମିସା ସେ ତମ୍କେ ଦେଇସି ।
ମର୍ଟାନେ ରଇବା ପିଲ୍କା ମାଲେ ପଲ୍ ନ ଦାର୍ଲେ, ସେ କାଟି ପାକାଇସି । ଆରି ଜନ୍ ମାଲେ ପଲ୍ ଦାର୍ସି ସେ ମାଲ୍ ଅଦିକ୍ ପଲ୍ ଦାର୍ବାକେ ପରିଚଲ୍ କର୍ସି ।
ଏ ମର୍ ବାଇବଇନିମନ୍, ତମେ ମିସା ସମାନ୍ ସେନ୍ତାରିସେ । ନିୟମ୍ ଇସାବେ କିରିସ୍ଟର୍ ଗାଗ୍ଡେ ମିସ୍ଲାର୍ପାଇ ତମେମିସା ମରିଆଚାସ୍ । ଏବେ ତମେ ତାର୍ଟା । ପର୍ମେସର୍ ତାକେ ମରନେଅନି ଉଟାଇଆଚେ । ଜେନ୍ତାରିକି ତାର୍ ସେବାକାମେ ଆମେ ମିସା ମିସ୍ବୁ ।
ଜେନ୍ତାରିକି ଗଟେକ୍ ପଲ୍ ଦେବା ଗଚ୍ ପଲ୍ ଦେଇସି, ସେନ୍ତାରିସେ ତମେ ମିସା ଜିସୁକିରିସ୍ଟର୍ ବପୁ ସଙ୍ଗ୍ ଦରମ୍ କାମର୍ ପଲ୍ ଦେଇସା । ଏଟା ପର୍ମେସର୍କେ ଡାକ୍ପୁଟା ଆରି ମଇମା କର୍ସି ।
ତେବର୍ପାଇ ତମେ ତାକେ ସାର୍ଦା କରାଇଲାପାରା ଚଲାଚଲ୍ତିକରି ସେ ମନ୍କଲାପାରା ଜିଉନାକାଉନା କର୍ସା । ବିନ୍ ଲକ୍ମନ୍କେ ସାଇଜ କରିଲାଗିରଇସା ଆରି ପର୍ମେସରର୍ ବିସଇ ଜାନ୍ବାକେ ଅଦିକ୍ ଅଦିକ୍ ବଡିଆଇସା ।
ତେବେ ଏ ବାଇମନ୍ ସାରାସାରି ବେଲାଇ କେନ୍ତାରି ଚଲାଚଲ୍ତି କଲେ ପର୍ମେସର୍ ସାର୍ଦା ଅଇସି, ସେ ବିସଇ ତମେ ଆମର୍ଟାନେଅନି ସିକିଆଚାସ୍ । ଆରି ସେନ୍ତାରିସେ ଚଲାଚଲ୍ତି କଲାସ୍ନି । ତମେ ଜେନ୍ତାରି କଲାସ୍ନି, ସେ ଇସାବେ ଆରି ଆଗ୍ତୁ ଆଗ୍ତୁ ଜିବାକେ ଆମେ ତମ୍କେ ମାପ୍ରୁ ଜିସୁର୍ ନାଉଁଦାରି ବାବୁଜିଆ କରି ସାର୍ଦା କରାଇଲୁନି ।
ତମର୍ ଚଲାଚଲ୍ତି ଜଦି ଏନ୍ତାରି ଅଦିକ୍ ଅଦିକ୍ ଅଇ ଆଇଲେ, ଆମର୍ ମାପ୍ରୁ ଜିସୁକିରିସ୍ଟକେ ଜାନ୍ବା ବିସଇତେଇ ତମେ ଅଦିକ୍ ଅଦିକ୍ ବଡିଆଇସା ।